Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଟଣା : ଛିଡିଲାନି ଭାଗବଣ୍ଟା, ଦୁଇ ପିସ୍ ମାଂସ ପାଇଁ ଆତ୍ମହତ୍ୟା କଲେ ଭଉଣୀ
  • ||
  • କଟକ : ରେଭେନ୍ସା ବିଶ୍ବବିଦ୍ୟାଳୟର ନୂତନ କୁଳପତି ହେଲେ ପ୍ରଫେସର ସଞ୍ଜୟ ନାୟକ
  • ||
  • ଭୁବନେଶ୍ବର : ନାବାଳିକା ଗଣଦୁଷ୍କର୍ମ ମାମଲା, ଅପ୍ରେଲ ୫ରେ ଚୂଡାନ୍ତ ଶୁଣାଣି
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୫୪ କୋଭିଡ୍ ସଂକ୍ରମିତ, ୩୩୪୦୨୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ମେ’ ରେ ହେବ କଂଗ୍ରେସର ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ, ସିଡବ୍ଲ୍ୟୁସି ବୈଠକ ପରେ ବଡ ଘୋଷଣା କଲା ଦଳ
  • ||
  • ହୁ ହୁ ହୋଇ ବଢୁଛି ତୈଳଦର, ମୁମ୍ବାଇରେ ୯୧ ଟଙ୍କା ଉପରେ ପେଟ୍ରୋଲ ଦାମ୍
  • ||
  • ରାଉରକେଲା : ନିଆଁ ପୁଇଁବା ହେଲା କାଳ, ଦଳିଦେଲା ଦନ୍ତା, ଚାଲିଗଲା ଜୀବନ
  • ||
  • ଝଲସିବ ଅର୍କ କ୍ଷେତ୍ର : ନୂଆ ରୂପ ପାଇବ କୋଣାର୍କ ସୂର୍ଯ୍ୟ ମନ୍ଦିର, ପର୍ଯ୍ୟଟକଙ୍କୁ ମିଳିବ ବିଶ୍ୱସ୍ତରୀୟ ସୁବିଧା
  • ||
  • ଆଜି ବସୁଛି କଂଗ୍ରେସର ସିଡବ୍ଲ୍ୟୁସି ବୈଠକ, ଅଧ୍ୟକ୍ଷ ନିର୍ବାଚନ ନେଇ ହେବ ଆଲୋଚନା !
  • ||
  • ଏଥର ନିଜ ସ୍କୁଲରେ ଛାତ୍ରଛାତ୍ରୀ ଦେବେ ମାଟ୍ରିକ ପରୀକ୍ଷା, ୨ ଘଣ୍ଟାରେ ଲେଖିବାକୁ ପଡିବ ଉତ୍ତର
  • ||

ସୋସିଆଲ ମିଡିଆରେ ଚହଳ ସୃଷ୍ଟି କରିଛି ‘ବୁବୁ ନାଗଙ୍କ’ ଗୀତ, ଶୁଣନ୍ତୁ

13/10/2020 at 5:27 PM

ଧର୍ମଗଡ୧୨/୧୦: ନମିତା ମେଲେକା ପରେ ପୁଣି ଜଣେ ଯୁବ କଣ୍ଠଶିଳ୍ପୀଙ୍କ ଗୀତ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। କଳାହାଣ୍ଡିର ଏକ ଅଖ୍ୟାତ ପଲ୍ଲୀର ୧୭ ବର୍ଷୀୟ ଛାତ୍ରଙ୍କ ସୁମଧୁର କଣ୍ଠ ଏବଂ ଗୀତ ଶୈଳୀ ସୋସିଆଲ ମିଡ଼ିଆରେ ଚହଳ ସୃଷ୍ଟି କରିଛି। କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ମୁଷାପାଳି ପଞ୍ଚାୟତର ଗହନା ମୁଣ୍ଡା ଗ୍ରାମରେ ବାସ କରନ୍ତି ବୁବୁ ନାଗ। ସରକାରଙ୍କ ତରଫରୁ ପ୍ରୋତ୍ସାହନ ଯୋଗାଇ ଦିଆଗଲେ, ବୁବୁ ଆଗେଇ ପାରିବେ ବୋଲି ଆଶା ବାନ୍ଧି ବସିଛନ୍ତି।

   Related Posts