Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୦୫ କରୋନା ସଂକ୍ରମିତ, ୧୦୫୦୩୫୪ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୩କୁ ବୃଦ୍ଧି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୧୧ ମୃତ
  • ||
  • ଗୁଜୁରାଟରେ ଓମିକ୍ରନ ଗଞ୍ଜାମକୁ ବିପଦ : ବଢିବ ସଂକ୍ରମଣ ! ସତର୍କ କଲା ପ୍ରଶାସନ
  • ||
  • ଡ୍ରାଇଭରଙ୍କୁ ମାଗିଲେ ଲାଞ୍ଚ, ନଦେବାରୁ ଆକ୍ରମଣ କରି କଲେ ଲହୁଲୁହାଣ
  • ||
  • ଆଉ ବର୍ଷା ନାହିଁ, ବଦଳିବ ପାଗ : ୧୧ରୁ କମିଯିବ ଶୀତ
  • ||
  • ଆସୁଛନ୍ତି ପୁଟିନ : ମୋଦୀଙ୍କୁ ଭେଟିବେ, ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହେବ ଆଲୋଚନା
  • ||

ମମିତା ମେହେର ହତ୍ୟା ଘଟଣାରେ ପ୍ରତିବାଦ, ଭଦ୍ରକ ଜିଲ୍ଲାର ସମସ୍ତ ବ୍ଲକ ସମ୍ମୁଖରେ ବିଜେପିର ବିକ୍ଷୋଭ

8/11/2021 at 5:12 PM

ଭଦ୍ରକ, ୦୮/୧୧: ମମିତା ମେହେର ହତ୍ୟା ଘଟଣାରେ ତାତି କମିବାର ନାଁ ନେଉ ନାହିଁ । ଭଦ୍ରକ ଜିଲ୍ଲା ବିଜେପି ମଧ୍ୟ ବିଭିନ୍ନ ଉପାୟରେ ପ୍ରତିବାଦ ଜାରି ରଖିଛି । ଭଦ୍ରକ ଜିଲ୍ଲାର ସମସ୍ତ ବ୍ଲକ ସମ୍ମୁଖରେ ବିଜେପି ବିକ୍ଷୋଭ ପ୍ରଦର୍ଶନ କରିଛି । ଭଦ୍ରକ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛି ।

ତେବେ ମମିତା ମେହେର ହତ୍ୟାଘଟଣାରେ ତଦନ୍ତ ପ୍ରଭାବିତ ହେଉଥିବା କହିଛନ୍ତି ବିଜେପି ନେତା । ତେବେ ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ପ୍ରତିକ୍ରିୟା ଦିଅନ୍ତୁ ବୋଲି ବିଜେପି କହିଛି ।

   Related Posts