Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୮ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨ଶହ ଅତିକ୍ରମ କଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୧୭୯୩ କରୋନା ସଂକ୍ରମିତ, ୨୭୭୮୮୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • କେନ୍ଦ୍ରାପଡାରେ ଘରେ ପଶି ଲୁଟିଲେ, କଟୁରୀରେ ହାଣି ଖସିଗଲେ, ସ୍ବାମୀ-ସ୍ତ୍ରୀ ଗୁରୁତର
  • ||
  • ବାଲେଶ୍ବର ମୁଖ୍ୟ ଯୋଗାଣ ଅଧିକାରୀଙ୍କ ଅଫିସ୍‌ରୁ ଜବତ ହେଲା ୯ଟି ଟଙ୍କା ଭର୍ତ୍ତି ଲଫାପା, ବାନ୍ଧିନେଲା ଭିଜିଲାନ୍ସ
  • ||
  • ପାଟଣାରେ ଭାରସାମ୍ୟ ହରାଇ ପଥରରେ ପିଟି ହେଲା ବାଇକ୍, ଘଟଣାସ୍ଥଳରେ ଚାଳକଙ୍କ ମୃତ୍ୟୁ
  • ||
  • ବାଲିଅନ୍ତାରେ ଜୁଆ ଆଡ୍ଡା ଉପରେ ଚଢାଉ, ୩ ଗିରଫ
  • ||
  • ଚାନ୍ଦବାଲିରେ ଟ୍ରେନ୍ ଲାଇନ୍‌ରୁ ମିଳିଲା ନାବାଳକଙ୍କ ମୃତଦେହ
  • ||
  • ପୁରୀରେ ୪ ବ୍ରାଉନସୁଗାର ବେପାରୀ ଗିରଫ, ୫.୩୨ ଗ୍ରାମ୍ ବ୍ରାଉନସୁଗାର ଜବତ
  • ||
  • ଅନୁଗୋଳରେ କଣ୍ଟେନର-ଟ୍ରକ୍ ମୁହାଁମୁହିଁ ଧକ୍କା, ଟ୍ରକ୍ ଚାଳକ ମୃତ
  • ||
  • ଷ୍ଟାଫ୍‌ନର୍ସ ମୌସୁମୀ ମିଶ୍ରଙ୍କ ସନ୍ଦେହଜନକ ମୃତ୍ୟୁ, ସହକର୍ମୀ କହିଲେ, ‘ତାଙ୍କୁ ହତ୍ୟା କରାଯାଛି’
  • ||

ଭିଜିଲାନ୍ସ ଜାଲରେ ଡିଆର୍ଡିଏର ପ୍ରୋଗ୍ରାମ ଅଫିସର ସନ୍ଦୀପ ମହାନ୍ତି

5/12/2018 at 11:33 AM

ଭଦ୍ରକ ୫/୧୨ : ଭିଜିଲାନ୍ସ ଜାଲରେ ଧରା ପଡିଲେ ଡିଆର୍ଡିଏର ପ୍ରୋଗ୍ରାମ ଅଫିସର | ଡିଆର୍ଡିଏର ପ୍ରୋଗ୍ରାମ ଅଫିସର ହେଲେ ସନ୍ଦୀପ ମହାନ୍ତି | ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଆଜି ଭିଜିଲାନ୍ସ ବିଭାଗ ଚଢ଼ାଉ କରିଛି | ଭଦ୍ରକସ୍ଥିତ ତାଙ୍କର ଅଫିସ ଏବଂ ଭଦ୍ରକ ସହରରେ ଥିବା ନିଜ ଘରେ ରେଡ୍ କରିଛି ଭିଜିଲାନ୍ସ ବିଭାଗ | ଏହାସହ ଭୁବନେଶ୍ବର ସ୍ଥିତ ବାସଭବନ ସମେତ ଏକକାଳୀନ ୫ଟି ସ୍ଥାନରେ ଚଢାଉ କରିଛି |

   Related Posts