Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାରିପଦା : ଦିନ ଦ୍ବିପ୍ରହରରେ ଲୁଟ୍, ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପିନେଲେ ଦୁର୍ବୃତ୍ତ
  • ||
  • ବାରିପଦା : ୪୦ ଲକ୍ଷ ଟଙ୍କାର ଧଳା ଜହର ଜବତ, ଜଣେ ଗିରଫ
  • ||
  • ଖୋର୍ଦ୍ଧା : ଅଟୋ ଓ କାର୍ ମୁହାଁମୁହିଁ ଧକ୍କା, ୮ ଆହତ
  • ||
  • ଝାରସୁଗୁଡା : ଜାଲ୍ ନୋଟ୍ କାରବାରର ପର୍ଦ୍ଦାଫାଶ, ୫୭ହଜାର ଟଙ୍କାର ନକଲି ନୋଟ୍ ଜବତ, ରେଳବାଇ କର୍ମଚାରୀ ଗିରଫ
  • ||
  • ପୁରୀ : ମହାପ୍ରଭୁଙ୍କ ଦର୍ଶନ ପାଇଁ ବ୍ୟାରିକେଡ଼ରେ କରିଥିଲେ ଅପେକ୍ଷା, ହଠାତ୍ ଅସୁସ୍ଥ ହୋଇପଡିଲେ ଭକ୍ତ
  • ||
  • ଅନୁଗୋଳ : ଅନନ୍ତ କୋଇଲା ଖଣିରେ ଅଘଟଣ, କୋଇଲା ଲୋଡିଂ ବେଳେ ପୋତିହୋଇଗଲେ ଜଣେ
  • ||
  • ବ୍ରହ୍ମପୁର : ଭିଜିଲାନ୍ସ ପଞ୍ଝାରେ ଆରଆଇ, ଜମି ନିର୍ଦ୍ଧାରଣ ପାଇଁ ୫ ହଜାର ଟଙ୍କା ନେବାବେଳେ ଧରାପଡିଲେ
  • ||
  • ଭୁବନେଶ୍ବର : ଦିନରେ ରଙ୍ଗମିସ୍ତ୍ରୀ, ରାତିରେ ଚୋରୀ, ୫ ବର୍ଷ ଧରି ଖୋଜୁଥିଲା ପୋଲିସ, ଶେଷରେ ଧରାପଡିଲା
  • ||
  • କଟକ : ରମଜାନ ପାଇଁ ସିଏମସିର ଗାଇଡ୍‌ଲାଇନ୍, ନମାଜ ପାଠ ପାଇଁ ୧୦୦ ଲୋକଙ୍କୁ ଅନୁମତି
  • ||
  • ଜଳେଶ୍ବର : ନଦୀ ପଠାରୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଠାବ, ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ଆଣିଲେ ବାପଘର
  • ||

ଗୋରୁ ଗାଡ଼ିକୁ ଗୋଡ଼ାଇ ଗୋଡ଼ାଇ ଧରୁଛି ଭଦ୍ରକ ପୋଲିସ, ବେପାରୀ ଛାନିଆ

6/04/2021 at 9:20 PM

ଭଦ୍ରକ, ୦୬/୦୪: ଗୋରୁ ଗାଡିକୁ ଗୋଡ଼ାଇ ଗୋଡ଼ାଇ ଧରୁଛି ପୋଲିସ । ଲଗାତାର ପୋଲିସ ଉପରେ ଗୋ ଚାଲାଣକୁ ନେଇ ଅଭିଯୋଗ ପରେ ଆକ୍ଟିଭ ହୋଇଛି ଭଦ୍ରକ ପୋଲିସ ।

ସୂଚନାଯୋଗ୍ୟ ଯେ, ଭଦ୍ରକ ଗ୍ରାମାଞ୍ଚଳ ପୋଲିସ ଏକ ଗୋରୁ ବୋଝେଇ ଟ୍ରକକୁ ଜବତ କରିଛି । ଟ୍ରକଟି ଯାଜପୁର ଜିଲ୍ଲାରୁ ବାଲେଶ୍ୱର ଅଭିମୁଖେ ଯାଉଥିଲା । ଭଦ୍ରକ ଗ୍ରାମାଞ୍ଚଳ ଥାନାଧିକାରୀ ଆଲୋକ ଜେନା ଖବର ପାଇ ଟ୍ରକକୁ ୧୬ ନମ୍ବର ଜାତୀୟ ରାଜପଥରେ ଅଟକାଇଥିଲେ ।

ପରେ ଟ୍ରକକୁ ଯାଞ୍ଚ ବେଳେ ଏଥିରୁ ୨୮ ଗୋରୁ ବୋଝେଇ ହୋଇଥିବା ଜଣାପଡିଥିଲା । ପରେ ଟ୍ରକ ଡ୍ରାଇଭରକୁ ଗ୍ରାମଞ୍ଚଳ ପୋଲିସ ଗିରଫ କରିଛି ।

   Related Posts