Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପଦ୍ମ ସମ୍ମାନ ଘୋଷଣା: ୩ଟି ବର୍ଗରେ ମୋଟ ୧୧୯ ଜଣ ପାଇବେ ସମ୍ମାନ
  • ||
  • ବଜେଟ୍‌ ଡେ’ରେ ପାର୍ଲାମେଣ୍ଟ ଚଲୋ: ଆନ୍ଦୋଳନକାରୀ କୃଷକ ଦେଲେ ଡାକରା
  • ||
  • ଚିନ୍ତା ବଢାଇଲେଣି କୁଲଡିହା ହାତୀପଲ, ନଷ୍ଟ କରୁଛନ୍ତି ବ୍ୟାପକ ଫସଲ
  • ||
  • ଭୁବନେଶ୍ବର : ଫେବୃଆରୀ ୧୪ରୁ ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ଟିକାକରଣ
  • ||
  • ଅନୁଗୋଳ : ଜିଲ୍ଲାପାଳଙ୍କ ଅଫିସ୍ ଆଗରେ ମା’ ଓ ପୁଅଙ୍କ ଆତ୍ମାହୁତି ଉଦ୍ୟମ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୦ କୋଭିଡ୍ ସଂକ୍ରମିତ, ୩୩୪୪୩୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ବ୍ରହ୍ମପୁର : ଟ୍ରାକ୍ଟର ସହ ବାଇକ୍ ଧକ୍କା, ଜଣେ ମୃତ, ୨ ଶ୍ରମିକ ଗୁରୁତର
  • ||
  • ଆନନ୍ଦପୁର : ଧାନ ଡୋଲି ଓଲଟିପଡି ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୨୦୩ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ବରଗଡ : ଭିଜିଲାନ୍ସ ଜାଲରେ ବରଗଡ ଜିଲ୍ଲା ଭଟଲି ବ୍ଲକ୍ କେଲେଙ୍ଗାପାଲିର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ
  • ||

ଭଦ୍ରକ: ପ୍ରାକ୍ତନ ପଞ୍ଚାୟତ ସମିତି ଅଧ୍ୟକ୍ଷଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ, ଉପସ୍ଥିତ ଥିଲେ ବହୁ ମାନ୍ୟଗଣ୍ୟ ଅତିଥି

10/01/2021 at 6:40 PM

ଭଦ୍ରକ୧୦/୧: ପ୍ରାକ୍ତନ ପଞ୍ଚାୟତସମିତି ଅଧ୍ୟକ୍ଷ ଦାଶରଥି ପାଢୀଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ ହୋଇଛି। ଏଥିସହ ପ୍ରଥମ ଶ୍ରାଦ୍ଧ ଉତ୍ସବ ଆୟୋଜିତ ହୋଇଛି। ସ୍ଵର୍ଗତ ଦାଶରଥି ପାଢୀ ଭଦ୍ରକ ଜିଲ୍ଲା ଧାମନଗର ପଞ୍ଚାୟତ ସମିତିରେ ୧୯୯୨ରୁ ୧୯୯୭ ଭିତରେ ସେ ଅଧକ୍ଷ ଭାବେ ଦାୟିତ୍ଵ ତୁଲାଇଥିଲେ।

ତାଙ୍କର ପ୍ରଥମ ଶ୍ରାଦ୍ଧ ଉତ୍ସବ ଅବସରରେ ପ୍ରତିମୂର୍ତ୍ତି ଉନ୍ମୋଚିତ ହୋଇଛି। ଭଦ୍ରକ ସାଂସଦ ମଞ୍ଜୁଲତା ମଣ୍ଡଳ, ଧାମନଗର ବିଧାୟକ ତଥା ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀ, କଂଗ୍ରେସ ନେତା ଅନନ୍ତ ସେଠୀଙ୍କ ଉପସ୍ଥିତିରେ ପ୍ରତିମୂର୍ତ୍ତି ଉନ୍ମୋଚିତ ହୋଇଛି। ଏହି ଅବସରରେ ଆୟୋଜିତ ସଭାରେ ସମସ୍ତ ପ୍ରମୁଖ ରାଜନୈତିକ ଦଳର ନେତୃତ୍ଵଙ୍କ ସହ ବହୁ ମାନ୍ୟଗଣ୍ୟ ଅତିଥି ଉପସ୍ଥିତ ଥିଲେ।

   Related Posts