Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୧ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୪ କୋଭିଡ୍ ସଂକ୍ରମିତ, ୩୩୩୪୪୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଲକ୍ଷ୍ନୌ : ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଶହିଦ ଏକ୍ସପ୍ରେସ୍‌ର ୨ଟି ବଗି ଲାଇନ୍‌ଚ୍ୟୁତ
  • ||
  • କେନ୍ଦୁଝର : ସ୍ତ୍ରୀକୁ ପିଟିପିଟି ମାରିଦେଲା ସ୍ବାମୀ, ଅଭିଯୁକ୍ତ ଅଟକ
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୭୮୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ବିଶିଷ୍ଟ ଶ୍ରମିକ ନେତା ଲଳିତ ନାୟକଙ୍କ ପରଲୋକ
  • ||
  • କେନ୍ଦୁଗୁଡ଼ା ଘାଟିରେ ଓଲଟିଲା ଟୁରିଷ୍ଟ ବସ୍ : ଜଣେ ମୃତ , ୧୦ ରୁ ଅଧିକ ଆହତ
  • ||
  • ପରୀ ହତ୍ୟା ମାମଲା, SIT ତଦନ୍ତରେ ହାଇକୋର୍ଟ ସନ୍ତୁଷ୍ଟ- ବିଜେଡି
  • ||
  • ଶଙ୍ଖ ନଦୀରେ ବୁଡ଼ି ଜଣେ ଯୁବକ ନିଖୋଜ, ୪ ଜଣ ହସ୍ପିଟାଲରେ ଭର୍ତ୍ତି
  • ||
  • ତାଳପଦର ବିଜୁ ସେତୁ ଭୁଶୁଡିବା ଘଟଣା: ଗ୍ରାମ୍ୟ ଉନ୍ନୟନ ବିଭାଗ ଏସ୍‌ଡିଓ ଅସିତ ପାତ୍ର ଗିରଫ
  • ||

ଗାଁ ଦାଣ୍ଡରେ ଯୁବକଙ୍କୁ ପିଟି ପିଟି ହତ୍ୟା, ଗିରଫ ହେଲେ ୨ ଅଭିଯୁକ୍ତ

26/09/2019 at 7:05 PM

ଭଦ୍ରକ୨୬|୯; ଯୁବକକୁ ପିଟି ପିଟି ମାରିଦେଇଥିବା ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ । ଗତ ୧୯ତାରିଖ ଦିନ ସଂଧ୍ୟାରେ ଭଦ୍ରକ ଗ୍ରାମାଂଚଳ ଥାନା ରାଉତରା ପାଟଣା ଗାଁରେ ବିଜୟ ବହେରା ନାମକ ଜଣେ ଯୁବକକୁ ହତ୍ୟା କରାଯାଇଥିଲା । ବିଜୟଙ୍କୁ ସେହି ଗାଁର ପାଂଚ ଜଣ ଯୁବକ ଠେଙ୍ଗାରେ ପିଟି ପିଟି ମାରି ଦେଇଥିଲେ । ଆଉ ଅଭିଯୁକ୍ତମାନେ ହତ୍ୟାକାଣ୍ଡ ପରେ ଫେରାର ହୋଇଯାଇଥିଲେ ।

ସେମାନଙ୍କ ମଧ୍ୟରୁ ପୋଲିସ ଦୁଇ ଜଣଙ୍କୁ ଗିରଫ କରିବା ସହ ହତ୍ୟାକାଣ୍ଡରେ ବ୍ୟବହୃତ ଠେଙ୍ଗାକୁ ପୋଲିସ ଜବତ କରିଛି । ଭଦ୍ରକ ଗ୍ରାମାଂଚଳ ଥାନା ପରିସରରେ ଭଦ୍ରକ ଜିଲ୍ଲା ଅତିରିକ୍ତ ଏସପି ଏକ ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି ।  ସେଦିନ ରାସ୍ତା ଉପରେ ବାଲି ରଖିଥିବା ନେଇ , ଏହି ହତ୍ୟାକାଣ୍ଡ ହୋଇଥିଲା । 

   Related Posts