Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୧ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୪ କୋଭିଡ୍ ସଂକ୍ରମିତ, ୩୩୩୪୪୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଲକ୍ଷ୍ନୌ : ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଶହିଦ ଏକ୍ସପ୍ରେସ୍‌ର ୨ଟି ବଗି ଲାଇନ୍‌ଚ୍ୟୁତ
  • ||
  • କେନ୍ଦୁଝର : ସ୍ତ୍ରୀକୁ ପିଟିପିଟି ମାରିଦେଲା ସ୍ବାମୀ, ଅଭିଯୁକ୍ତ ଅଟକ
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୭୮୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ବିଶିଷ୍ଟ ଶ୍ରମିକ ନେତା ଲଳିତ ନାୟକଙ୍କ ପରଲୋକ
  • ||
  • କେନ୍ଦୁଗୁଡ଼ା ଘାଟିରେ ଓଲଟିଲା ଟୁରିଷ୍ଟ ବସ୍ : ଜଣେ ମୃତ , ୧୦ ରୁ ଅଧିକ ଆହତ
  • ||

ଭାଇକୁ ହତ୍ୟା କଲା: ପାରିବାରିକ କଳହରୁ ହତ୍ୟାକାରୀ ରଚିଥିଲା ଷଡ଼ଯନ୍ତ୍ର

15/10/2020 at 5:17 PM

ଚଣ୍ଡିଖୋଲ୧୫/୧୦: ଭାଇକୁ ହତ୍ୟା କଲା ଭାଇ। ଗତକାଲି ଯାଜପୁର ଜିଲ୍ଲା ବାଲିଚନ୍ଦ୍ରପୁର ଥାନା ଅଧୀନ ବନମାଳୀପୁର ଠାରେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରା ଯାଇଥିଲା। ମୃତ ଯୁବକ ସ୍ଥାନୀୟ ଅଞ୍ଚଳର ଉତ୍ସବ ସେଠି। ଘଟଣା ସ୍ଥଳରେ ବାଲିଚନ୍ଦ୍ରପୁର ପୁଲିସ ତଦନ୍ତ କରି ଥିବା ବେଳେ ପୁଲିସ ଏ ହତ୍ୟାକାଣ୍ଡରେ ଉତ୍ସବଙ୍କ ସମ୍ପର୍କୀୟ ଭାଇକୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଯୁବକ ହେଲେ ପ୍ରଶାନ୍ତ ସେଠି।

ପାରିବାରିକ ଶତ୍ରୁତା ପାଇଁ ହତ୍ୟାକାଣ୍ଡ ରଚିଥିଲା ସମ୍ପର୍କୀୟ ଭାଇ, ପ୍ରଶାନ୍ତ ନିକଟରୁ ମାରଣାସ୍ତ୍ର ଜବତ କରିଥିବା ବେଳେ ଆଜି ଏ ନେଇ ସାମ୍ବାଦିକ ସମ୍ମିଳନୀରେ ଯାଜପୁର ଏସ୍‌ଡିପିଓ କହିଛନ୍ତି।

   Related Posts