Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୧ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୪ କୋଭିଡ୍ ସଂକ୍ରମିତ, ୩୩୩୪୪୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଲକ୍ଷ୍ନୌ : ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଶହିଦ ଏକ୍ସପ୍ରେସ୍‌ର ୨ଟି ବଗି ଲାଇନ୍‌ଚ୍ୟୁତ
  • ||
  • କେନ୍ଦୁଝର : ସ୍ତ୍ରୀକୁ ପିଟିପିଟି ମାରିଦେଲା ସ୍ବାମୀ, ଅଭିଯୁକ୍ତ ଅଟକ
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୭୮୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ବିଶିଷ୍ଟ ଶ୍ରମିକ ନେତା ଲଳିତ ନାୟକଙ୍କ ପରଲୋକ
  • ||
  • କେନ୍ଦୁଗୁଡ଼ା ଘାଟିରେ ଓଲଟିଲା ଟୁରିଷ୍ଟ ବସ୍ : ଜଣେ ମୃତ , ୧୦ ରୁ ଅଧିକ ଆହତ
  • ||

ବ୍ଳକ ନିର୍ବାହୀ ଯନ୍ତ୍ରୀଙ୍କୁ ପିଟିଲେ ସରପଞ୍ଚ

28/09/2018 at 5:17 PM

ଭଦ୍ରକ ୨୮/୯ : ଭଣ୍ଡାରିପୋଖରୀ ବ୍ଳକରେ କାର୍ଯ୍ୟରତ ନିର୍ବାହୀ ଯନ୍ତ୍ରୀଙ୍କୁ ଆକ୍ରମଣ । ଭଣ୍ଡାରିପୋଖରୀ ବ୍ଳକ ଦକ୍ଷିଣବାଡ଼ ପଞ୍ଚାୟତର ସରପଞ୍ଚ ଆକ୍ରମଣ କରିଥିବା ଅଭିଯୋଗ । ପଞ୍ଚାୟତ ଏକ୍ସନ ପ୍ଲାନରେ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କୁ ବାଧ୍ୟ କରିବାରୁ ଯନ୍ତ୍ରୀ ଅରାଜି ହେବାରୁ ଆକ୍ରମଣ ହୋଇଥିବା ଅଭିଯୋଗ । ତେବେ ଏନେଇ ବ୍ଲକର ସମସ୍ତ କର୍ମଚାରୀ କାର୍ଯ୍ୟବନ୍ଦ କରିବା ସହ ବ୍ଲକରେ ତାଲା ପକାଯାଇଥିବା ବେଳେ ସରପଞ୍ଚଙ୍କ ଗିରଫ ଦାବୀ ନେଇ ଥାନା ଘେରାଉ କରିଛନ୍ତି ।

   Related Posts