Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୂର୍ବ ଗୋଦାବରୀରେ ଭାରସାମ୍ୟ ହରାଇ ଓଲଟିଲା ଭ୍ୟାନ୍, ୬ ଜଣଙ୍କ ମୃତ୍ୟୁ
  • ||
  • ବୌଦ୍ଧ : ରାସ୍ତା ଉପରେ ପଡିଛି ଯୁବକଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ୩୧ରେ ଆଉ ଏକ ଲଘୁଚାପ ! ଉତ୍ତର ଓ ଉପକୂଳ ଓଡିଶାରେ ବର୍ଷା ସମ୍ଭାବନା
  • ||
  • ରାଉରକେଲା : ସ୍କର୍ପିଓ ଜାଳିଦେଲେ ଦୁର୍ବୃତ୍ତ, ଗାଡିରେ ଥିବା ୩ ଜଣଙ୍କୁ ନିସ୍ତୁକ ମାଡ
  • ||
  • ପରାଜୟ ଧାରା ଭାଙ୍ଗିଲା ଚେନ୍ନାଇ, ୬ ଓ୍ୱିକେଟରେ ହାରିଲା କୋଲକାତା ନାଇଟ ରାଇଡର୍ସ
  • ||

ଭିଜିଲାନ୍ସ ଜାଲରେ ବନ ବିଭାଗ ଅଫିସର

23/06/2018 at 4:59 AM

ଭଞ୍ଜନଗର ଘୁମୁସର ଦକ୍ଷିଣ ଡିଭିଜନର ଡ଼ିଏଫଓ ବିଜୟ କେତନ ଆଚାର୍ଯ୍ୟ ଭିଜିଲାନ୍ସ ଜାଲରେ ଧରା ପଡିଛନ୍ତି | ଭଞ୍ଜନଗର କାର୍ଯ୍ୟାଳୟ ସମେତ କଟକ,ପୁରୀ ଓ ଭୁବନେଶ୍ୱରର ୫ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରୁଛି ଭିଜିଲାନ୍ସ ଟିମ | ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ କରାଯାଇଥିବା କହିଛନ୍ତି ବ୍ରହ୍ମପୁର ଭିଜିଲାନ୍ସ ଏସପି ମାୟାଧର ସ୍ୱାଇଁ |

   Related Posts