ori homes
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ନୋଟିସ, ଘୁଞ୍ଚିଲା +୨ ପରୀକ୍ଷା
  • ||
  • ଆତ୍ମ ସମର୍ପଣ କଲେନି ସିଦ୍ଧୁ, ସ୍ୱାସ୍ଥ୍ୟଗତ ସମସ୍ୟା ଦର୍ଶାଇ ମାଗିଲେ ସମୟ
  • ||
  • ସନ୍ଧ୍ୟାରେ ରୟାଲ୍ସ ବନାମ କିଙ୍ଗସ, ଜିତିଲେ ପ୍ଲେ-ଅଫରେ ଏଣ୍ଟ୍ରି କରିବ ରାଜସ୍ଥାନ
  • ||
  • ଲାଲୁ ପରିବାରକୁ ଗୁଡ୍ ମର୍ଣ୍ଣିଂ କଲା ସିବିଆଇ : ସକାଳୁ ସକାଳୁ ୧୭ ଜାଗାରେ ଚଢଉ
  • ||
  • ରାଜ୍ୟରେ ଖସୁଛି କରୋନା, ୨୪ ଘଣ୍ଟାରେ ବାହାରିଲେ ୧୦ ପଜିଟିଭ୍
  • ||
  • ଶନିବାରଠୁ ବଢିବ ତାତି, ଆସନ୍ତା ସପ୍ତାହରେ ଲଘୁଚାପ
  • ||
  • ୨୭ ମାସ ପରେ ମୁକୁଳିଲେ ଆଜମ ଖାନ, ସ୍ୱାଗତ ପାଇଁ ପହଁଚିଲେ ଶିବପାଲ ଯାଦବ
  • ||
  • ରାଜଧାନୀରେ ବୋମାମାଡ, ସହିଦନଗର ଥାନା ପୋଲିସର ତଦନ୍ତ ଜାରି
  • ||
  • ମଧ୍ୟାହ୍ନରେ ଆତ୍ମସମର୍ପଣ କରିବେ ସିଦ୍ଧୁ, ବର୍ଷେ ପାଇଁ ଯିବେ ଜେଲ୍ !
  • ||
  • ଆଜି ଜେଲରୁ ମୁକୁଳି ପାରନ୍ତି ଆଜମ ଖାନ, ଜେଲରେ ପହଁଚିଲା ଜାମିନ ଆଦେଶ
  • ||

ଆଜି ଭାରତ ବନ୍ଦ : ଭୁବନେଶ୍ବରେ ବନ୍ଦର ପ୍ରଭାବ

10/09/2018 at 10:15 AM

ଭୁବନେଶ୍ବର ୧୦|୯: ଆଜି ଭାରତ ବନ୍ଦ । ତୈଳ ଦର ବୃଦ୍ଧି ପ୍ରତିବାଦରେ ଆଜି କଂଗ୍ରେସ ପକ୍ଷରୁ ଭାରତ ବନ୍ଦ ଡାକରା ଦିଆଯାଇଛି । ଆଜି ସକାଳୁ ରାଜ୍ୟର ବିଭିନ୍ନ ସ୍ଥାନରେ ବନ୍ଦର ପ୍ରଭାବ ଦେଖିବାକୁ ମିଳିଛି । ଭୁବନେଶ୍ବରରେ ମଧ୍ୟ ଭାରତ ବନ୍ଦର ପ୍ରଭାବ ଦେଖିବାକୁ ମିଳିଛି । । ସକାଳ ୬ଟାରୁ ବିଭିନ୍ନ ସ୍ଥାନରେ କଂଗ୍ରେସ କର୍ମୀ ପିକେଟିଂ କରିବା ସହ ଟାୟାର ଜାଳି ରାସ୍ତାରୋକ କରିଛନ୍ତି । ରାସ୍ତାରେ ଗାଡି ମଟର ଚଳଚଳକୁ ମଧ୍ୟ ବନ୍ଦ କରିଛନ୍ତି । ଫଳରେ ବିଭିନ୍ନ ସ୍ଥାନରେ ରାସ୍ତା ଉପରେ ଗାଡିମଟର ଅଟକ ରହିଛି । ରେଲଓ୍ବେ ଷ୍ଟେସନଗୁଡିକରେ ଟ୍ରେନ୍ ମଧ୍ୟ ଅଟକ ରଖିଛନ୍ତି ଆନ୍ଦୋଳନକାରୀ ।

   Related Posts