Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭଦ୍ରକ : ବସକୁ ପିଟିଲା ଟ୍ରକ୍, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ଚଣ୍ଡିଖୋଲ : ଧକ୍କା ଦେଲା ଟ୍ରକ୍, ଜୀବନ ହାରିଲେ ସ୍ୱାମୀ-ସ୍ତ୍ରୀ, ଝିଅ ଗୁରୁତର
  • ||
  • ମାନିଲେଣି କଟକଣା : ଭୁବନେଶ୍ୱର ୪ ନମ୍ୱର ମାର୍କେଟରେ ପୋଲିସର ଚଢାଉ, ଫାଇନ ଦେଲେ ଦୋକାନୀ
  • ||
  • ବଡ଼ବିଲ : ଅଗ୍ନିକାଣ୍ଡରେ ଜଳିଗଲା ୪ଟି ଦୋକାନ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ
  • ||
  • ତାତିରୁ ମିଳିଛି ତ୍ରାହି, ୧୪ ଯାଏଁ କାଳବୈଶାଖି ବର୍ଷା ସମ୍ଭାବନା
  • ||
  • ଓଡିଶାରେ ସାଙ୍ଘାତିକ ସ୍ଥିତିରେ କରୋନା, ୨୪ ଘଣ୍ଟାରେ ୧୩୭୯ ପଜିଟିଭ୍ ଚିହ୍ନଟ
  • ||
  • ତାତିରୁ ମିଳିଛି ତ୍ରାହି, ୧୪ ଯାଏଁ କାଳବୈଶାଖି ବର୍ଷା ସମ୍ଭାବନା
  • ||
  • ବଢିଲା ସଂକ୍ରମଣ, ୭ ଦିନ ପାଇଁ ଏହି ଅଞ୍ଚଳକୁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍ ଘୋଷଣା
  • ||
  • ଆଜିଠୁ ଟିକା ଉତ୍ସବ, ୧୪ ଯାଏ କରୋନା ମହାମାରୀ ମୁକାବିଲା ଲାଗି ଚାଲିବ ଦେଶବ୍ୟାପୀ
  • ||

ବିଜେପିର ୪୧ତମ ପ୍ରତିଷ୍ଠା ଦିବସ , ରାଜ୍ୟ କାର୍ଯ୍ୟାଳୟରେ ପତାକା ଉତ୍ତୋଳନ କଲେ ସଭାପତି ସମୀର ମହାନ୍ତି

6/04/2021 at 12:32 PM

ଭୁବନେଶ୍ୱର ୦୬।୦୪: ରାଜ୍ୟ ବିଜେପି କାର୍ଯ୍ୟାଳୟରେ ପାଳିତ ହୋଇଯାଇଛି ଦଳ ପ୍ରତିଷ୍ଠା ଦିବସ । ୧୯୮୦ ମସିହାରୁ ପ୍ରତିଷ୍ଠା ଦିବସ ପାଳନ କରିଆସୁଛି । ଏହି ଅବସରରେ ପାର୍ଟି କାର୍ଯ୍ୟାଳୟରେ ପାର୍ଟି ପତାକା ଉତ୍ତୋଳନ କରାଯାଇଥିଲା । ପତାକା ଉତ୍ତୋଳନ ପରେ ପ୍ରଧାନମନ୍ତ୍ରୀ ଙ୍କ ବାର୍ତ୍ତା ଶୁଣିଥିଲେ ସବୁ ନେତା ଓ କର୍ମୀ ।

ରାଷ୍ଟ୍ରବାଦ ଓ ରାଷ୍ଟୀୟ ଏକତା , ଗଣତନ୍ତ୍ର, ମୂଲ୍ୟବୋଧ ଭିତ୍ତିକ ରାଜନୀତି, ଗାନ୍ଧିବାଦ ଦୃଷ୍ଟିକୋଣ ଉପରେ ଆଧାରିତ ସାମାଜିକ ଓ ଆର୍ଥିକ ସମତା, ସକାରାତ୍ମକ ପନ୍ଥା ନିରପେକ୍ଷତାକୁ ଫୋକସ୍ କରୁଛି ବିଜେପି । ପାର୍ଟି ପାଇଁ ବହୁ କର୍ମୀ ନିଜ ଜୀବନକୁ ଉତ୍ସର୍ଗ କରିଛନ୍ତି । ସେମାନଙ୍କ ପାଇଁ ଆଜି ବିଜେପି ବହୁ ଆଗକୁ ଆସିପାରିଛି । ଓଡ଼ିଶା ବାସୀଙ୍କ ଭଲ ପାଇବା ମିଳିଛି। ସବୁ ଓଡ଼ିଆଙ୍କୁ ନ୍ୟାୟ ମିଳିବ ବୋଲି ସମୀର ମହାନ୍ତି , ରାଜ୍ୟ ସହ ପ୍ରଭାରୀ ବିଜୟ ପାଲ୍ ସିଂ ତୋମାର ଓ ସମ୍ବିତ ପାତ୍ର କହିଛନ୍ତି ।   

   Related Posts