Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୬ ହଜାରରୁ ଅଧିକ କରୋନା ପଜିଟିଭ୍, ୭୩୩ ମୃତ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୧୨ କୋଭିଡ୍ ପଜିଟିଭ୍
  • ||
  • କରଞ୍ଜିଆରେ ମାତିଛନ୍ତି ଝାଡଖଣ୍ଡୀ ହାତୀ, ନଷ୍ଟ କରୁଛନ୍ତି ଏକର ଏକର ଫସଲ
  • ||
  • ସିରିଜ୍‌ ଦୁର୍ଘଟଣା, ପଛକୁ ପଛ ଧକ୍କା ହେଲେ ୮ ଗାଡ଼ି ; ୩ ମୃତ
  • ||
  • ମମିତା ମେହେର ହତ୍ୟା ମାମଲା : ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସୋନପୁର ବନ୍ଦ ପାଳନ
  • ||
  • ଓଡିଶା ଆସୁଛନ୍ତି କେନ୍ଦ୍ର କୋଇଲା ମନ୍ତ୍ରୀ, ଗସ୍ତ କରିବେ ପାରାଦୀପ ଓ ତାଲଚେର
  • ||

୧୦୪ ଜଣ ଦିବ୍ୟାଙ୍ଗ, ବାର୍ଦ୍ଧକ୍ୟ ଓ ବିଧବାଙ୍କୁ ମଧୁ ବାବୁ ଭତ୍ତା ପ୍ରଦାନ

15/09/2021 at 3:36 PM

ଭଦ୍ରକ ୧୫।୯: ବିଭିନ୍ନ ଯୋଜନାରେ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ କରାଯାଇଛି । ଭଦ୍ରକ ଜିଲ୍ଲା ସହିଦ ସ୍ମୃତି ଭବନଠାରେ ଭଦ୍ରକ ବିଧାୟକ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ କରିଛନ୍ତି । ଭଦ୍ରକ ବ୍ଲକର ୧୦୪ ଜଣ ଦିବ୍ୟାଙ୍ଗ, ବାର୍ଦ୍ଧକ୍ୟ ଓ ବିଧବାମାନଙ୍କୁ ମଧୁ ବାବୁ ଭତ୍ତା ପ୍ରଦାନ କରାଯାଇଛି । ତେବେ ଏହି ଅବସରରେ ଭଦ୍ରକ ବିଧାୟକ ସଞ୍ଜୀବ ମଲ୍ଲିକଙ୍କ ସହ ବ୍ଲକ ଅଧ୍ୟକ୍ଷ ଉପସ୍ଥିତ ଥିଲେ । ତେବେ ଏଥର ହିତାଧିକାରୀଙ୍କୁ ଏବେ ହାତରେ ଟଙ୍କା ଦିଆଯିବ ନାହିଁ କିମ୍ବା ହିତାଧିକାରୀଙ୍କୁ କୌଣସି ସ୍ଥାନକୁ ଯିବାକୁ ପଡିବ ନାହିଁ । ଏବେ ଭତ୍ତା ଟଙ୍କା ସିଧାସଳଖ ବ୍ୟାଙ୍କ ଆକାଉଣ୍ଟକୁ ଦିଆଯିବ ।

   Related Posts