Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ନଖରା ସ୍ଥିତ ରିଲାଏନ୍ସ ପେଟ୍ରୋଲ ପମ୍ପ୍ ନିକଟ‌ରେ ଅଗ୍ନିକାଣ୍ଡ
  • ||
  • ରାଉରକେଲା : ଭାରସାମ୍ୟ ହରାଇ ଘାଟିରେ ଓଲଟିଲା ବରଯାତ୍ରୀ ବସ୍, ଦୁଇ ଜଣଙ୍କ ମୃତ୍ୟୁ
  • ||
  • ବଲାଙ୍ଗୀର : ନିଜ ସର୍ଭିସ୍ ବନ୍ଧୁକରୁ ଗୁଳି ଫୁଟାଇ ଆତ୍ମହତ୍ୟା କଲେ ଯବାନ !
  • ||
  • ଟାଙ୍ଗୀ : ମାନସିକ ପୂରଣ ପାଇଁ ବେକ କାଟିଦେଲେ ଭକ୍ତ, ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୧୫ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୮୯ କୋଭିଡ୍ ପଜିଟିଭ୍, ୩୩୬୯୨୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ତେଲକୋଇ : କାଞ୍ଜିପାଣି ଘାଟିରେ ଓଲଟିଲା ବରଯାତ୍ରୀ ବସ୍, ଜଣେ ମୃତ, ୨୬ ଆହତ
  • ||
  • ମୁମ୍ବାଇ : ଭୟଙ୍କର ହେଲାଣି କରୋନା, ସ୍କୁଲ ହଷ୍ଟେଲର ୧୯୦ ଛାତ୍ର କୋଭିଡ୍ ପଜିଟିଭ୍
  • ||
  • ରାୟପୁର : ନକ୍ସଲଙ୍କ ଲ୍ୟାଣ୍ଡମାଇନ ବିସ୍ଫୋରଣ, ୨ ଯବାନ ସହିଦ
  • ||
  • ଆଠଗଡ଼ : ସମ୍ପର୍କରେ କଳଙ୍କ ଛିଟା, ଦିବ୍ୟାଙ୍ଗ ଝିଅକୁ ସମ୍ପର୍କୀୟ ମାମୁର ଦୁଷ୍କର୍ମ ! ଥାନାରେ ଏତଲା
  • ||

ଧର୍ମଗୁରୁ ଭୟୁଜି ମହାରାଜଙ୍କ ଆତ୍ମହତ୍ୟା

12/06/2018 at 12:13 PM

ଧର୍ମଗୁରୁ ଭୟୁଜି ମହାରାଜଙ୍କ ଆତ୍ମହତ୍ୟା | ନିଜ ବନ୍ଧୁକରୁ ନିଜକୁ ଗୁଳି କରି ସେ ଆତ୍ମହତ୍ୟା କରିଛନ୍ତି | ଗତ ଏପ୍ରିଲରେ ମଧ୍ୟପ୍ରଦେଶ ସରକାର ଭୟୁଜିଙ୍କ ସମେତ ଅନ୍ୟ ୪ ଜଣା ଧର୍ମଗୁରୁଙ୍କୁ ସରକାରଙ୍କ ବିଶେଷ ସଦସ୍ୟ ଭାବେ ନିଯୁକ୍ତି ଦେଇଥିଲେ | ପୂର୍ବରୁ ମଧ୍ୟ ଭାୟୁଜିଙ୍କ ରାଜନୀତିରେ ବେଶ ପତିଆରା ରହିଥିଲା | ତେବେ ବାବାଙ୍କ ମୃତ୍ୟୁକୁ ନେଇ କୌଣସି ସ୍ପଷ୍ଟ କାରଣ ଜଣା ପଡ଼ିନାହିଁ |

   Related Posts