Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପ୍ରଥମ ଟି-୨୦ରେ କଙ୍ଗାରୁ ଚିତ୍, ଚମକିଲେ ଭାରତୀୟ ବୋଲର, ଅଷ୍ଟ୍ରେଲିଆକୁ ୧୧ ରନରେ ହରାଇଲା ବିରାଟ ବାହିନୀ
  • ||
  • ୪ କ୍ବିଣ୍ଟାଲ ୬୦ କେଜି ଚନ୍ଦନ କାଠ ଜବତ: ଆନୁମାନିକ ମୂଲ୍ୟ ୭୦ ଲକ୍ଷ ଟଙ୍କାରୁ ଅଧିକ
  • ||
  • ଜଳେଶ୍ବର: ବିଶାଖା ଏଗ୍ରୋ ସୋରୁମ୍ ଆଗରେ ଚାଷୀମାନଙ୍କ ପକ୍ଷରୁ ଆମରଣ ଅନଶନ
  • ||
  • ଅପରାହ୍ନରେ ସ୍ଥଳଭାଗ ଛୁଇଁବ ‘ବୁରେଭି’ : କେରଳ-ତାମିଲନାଡୁର କିଛି ଜିଲ୍ଲାରେ ଛୁଟି ଘୋଷଣା, ବିମାନବନ୍ଦର ବନ୍ଦ
  • ||
  • ଜଗତପୁର : ଧାନ କଟାଳୀଙ୍କୁ ଶୁଣ୍ଢରେ କଚାଡି ମାରିଲା ହାତୀ
  • ||
  • ବାଲେଶ୍ବର ଓ ମୟୁରଭଞ୍ଜରେ ମୃଦୁ ଭୂକମ୍ପ ଝଟ୍‌କା ଅନୁଭୂତ
  • ||
  • ଆଜି ପ୍ରଥମ ଟି୨୦ : ଅଷ୍ଟ୍ରେଲିଆକୁ କଡା ଟକ୍କର ଦେବ ଭାରତ, ଓ୍ୱାର୍ଣ୍ଣରଙ୍କ ଅନୁପସ୍ଥିତିର ଫାଇଦା ନେବ ବିରାଟ ବାହିନୀ
  • ||
  • ଜି.ଉଦୟଗିରି : ନାବାଳିକା ଝିଅକୁ ଦୁଷ୍କର୍ମ ଅଭିଯୋଗ, ଅଭିଯୁକ୍ତକୁ ଗିରଫ କଲା ପୋଲିସ
  • ||
  • ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର: ପ୍ରାଥମିକ ତଦନ୍ତରୁ ହତ୍ୟା ସନ୍ଦେହ
  • ||
  • ପୋଲିସ୍‌ ଏବଂ ଜୁଆ ଆଡ୍ଡା ମାଲିକଙ୍କ କଥାବାର୍ତ୍ତାର ଅଡିଓ କଲ ଭାଇରାଲ
  • ||

ଭିକାରୀ ତରାଇଙ୍କ ହତ୍ୟା ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଖଲ୍ଲିକୋଟ କେଶପୁର ଜାତୀୟ ରାଜପଥ ଅବରୋଧ

18/05/2019 at 6:20 PM

ଖଲ୍ଲିକୋଟ ୧୮/୫ : ଗଂଜାମ ଜିଲ୍ଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ କେଶପୁର ନିକଟସ୍ଥ ନାରାୟଣୀ ପେଟ୍ରୋଲ ପମ୍ପ ନିକଟରେ ଭିକାରୀ ତରାଇଙ୍କୁ ଗୁଳିମାଡ ଘଟଣାରେ ଅଭିଯୁକ୍ତକୁ ଗିରଫ ଦାବିରେ ଖଲିକୋଟ କେଶପୁର ଜାତୀୟ ରାଜପଥ ଅବରୋଧ କରାଯାଇଥିଲା। ଅଭିଯୁକ୍ତକୁ ଯଥାଶୀଘ୍ର ଗିରଫ କରିବା ଦାବିରେ ଭିକାରୀଙ୍କ ମୃତଦେହ ରଖି ବ୍ରହ୍ମପୁର- ଭୁବନେଶ୍ବର ୧୬ ନମ୍ବର ଜାତୀୟ ରାଜପଥ  ଅବରୋଧ କରାଯାଇଥିଲା । ଭିକାରୀଙ୍କ ପରିବାର, ଗ୍ରାମବାସୀଙ୍କ ଦ୍ବାରା ଜାତୀୟ ରାଜପଥ ଅବରୋଧ କରାଯାଇଥିଲା। ଗତ ୧୬ ତାରିଖ ରାତିରେ ଭୀକାରୀଙ୍କୁ କିଛି ଦୁର୍ବୃତ୍ତ ଗୁଳି ମାଡ କରିଥିଲେ । ଭୁବନେଶ୍ବରର ଏକ ଘୋରଇ ହସ୍ପିଟାଲରେ ଭିକାରୀ ତରାଇଙ୍କୁ ଭର୍ତ୍ତି କରାଯାଇଥିଲା । ଚିକିତ୍ସାଧିନ ଅବସ୍ଥାରେ ଭିକାରୀଙ୍କ ଗତକାଲି ମୃତ୍ୟୁ ହୋଇଥିଲା । ଘଟଣାସ୍ଥଳରେ ପୋଲିସ ସଡିପିଓ ପହଂଚି ଲୋକଙ୍କୁ ବୁଝାଉଛନ୍ତି ।

   Related Posts