Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସୁଶିଲ ମୋଦି ରାଜ୍ୟସଭା ପ୍ରାର୍ଥୀ, ରାମବିଳାସ ପାଶଓ୍ବାନଙ୍କ ସ୍ଥାନରେ ଟିକେଟ୍‌ ଦେଲା ବିଜେପି
  • ||
  • ଡିସେମ୍ବର ୧ରୁ ଖୋଲିବ ରାଜ୍ୟର ସମସ୍ତ ମେଡିକାଲ୍‌ କଲେଜ୍‌, କରୋନା ଗାଇଡ୍‌ଲାଇନ୍‌ ସହ ଏସ୍‌ଓପି ପାଳନ ବାଧ୍ୟତାମୂଳକ
  • ||
  • ବାଜିରାଉତ ବ୍ରିଜ୍‌ ଉପରେ ବସ୍‌ ଉପରକୁ ଗୁଳିମାଡ଼, ଦୁଇ ଯୁବକ ଏବଂ ଜଣେ ଯୁବତୀ ଫେରାର
  • ||
  • ଘୋଷଣା ହେଲା ଧର୍ମପଦ ସମ୍ମାନ, ୨୦୧୬ ରୁ ୨୦ ବର୍ଷ ପାଇଁ ୫ ଜଣଙ୍କୁ ଧର୍ମପଦ ସମ୍ମାନ, ୨୫ ଜଣ ଶିଳ୍ପୀ ହେବେ ସମ୍ବର୍ଦ୍ଧିତ
  • ||
  • ପାଠକ ବାପ-ପୁଅ ଗିରଫ, କୁବେର ଜଙ୍ଗଲ ଅଫିସରଙ୍କ ଅମାପ ସଂପତ୍ତି ଠାବ କରିଛି ଭିଜିଲାନ୍ସ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୧୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ୫୯୪ କରୋନା ସଂକ୍ରମିତ, ୩୧୭୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜ୍, ଦଳରେ ସାମିଲ ହେଲେ ଦ୍ରୁତ ବୋଲର ଟି. ନଟରାଜନ
  • ||
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||

ଆଜିଠୁ ଖୋଲିଲା ବିଶ୍ୱ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ, ମାନିବାକୁ ପଡିବ କୋଭିଡ଼ କଟକଣା

19/10/2020 at 9:25 AM

ପଟ୍ଟାମୁଣ୍ଡାଇ ୧୯।୧୦: ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ବିଶ୍ୱ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ । କୋଭିଡ କଟକଣା ମାନି ଜାତୀୟ ଉଦ୍ୟାନ ବୁଲି ପାରିବେ ପର୍ଯ୍ୟଟକ । ଦିନକୁ ସର୍ବାଧିକ ୫୦୦ ପର୍ଯ୍ୟଟକ ଭିତରକନିକା ଭିତରକୁ ପ୍ରବେଶ କରିପାରିବେ ବୋଲି ରାଜନଗର ବନଖଣ୍ଡ ଅଧିକାରୀ ସୂଚନା ଦେଇଛନ୍ତି ।

ଏହି ସମୟରେ ଉଭୟ ପର୍ଯ୍ୟଟକ, ବନ କର୍ମଚାରୀ, ବୋଟ ଚାଳକ ମାନେ କୋଭିଡ କଟକଣା ମାନିବା ସହିତ ଜାତୀୟ ଉଦ୍ୟାନର ସୁରକ୍ଷ। ପ୍ରତି ଯତ୍ନ ଦେବାକୁ ପରାମର୍ଶ ଦିଆଯାଇଛି । ତେବେ ଗତ ୧ ତାରିଖ ଠାରୁ ମାତ୍ର ୩୬ ପର୍ଯ୍ୟଟକ ଓ ରାତ୍ରୀ ଯାପନ କରିବାକୁ ଆସୁଥିବା ପର୍ଯ୍ୟଟକ ମାନେ ଭିତରକନିକା ବୁଲିପାରିବେ ବୋଲି ନିର୍ଦ୍ଦେଶ ଜାରି କରିଥିଲେ ସରକାର । ଯାହା ଦ୍ବାରା ଦିନ ବେଳା ଆସିବାକୁ ଚାହୁଁଥିବା ପର୍ଯ୍ୟଟକ ମାନେ ନିରାଶ ହୋଇଥିଲେ ।

   Related Posts