Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପିରେ ବଡ ଧରଣର ଦୁର୍ଘଟଣା, ଖେରୀ ଘାଘରା ନଦୀରେ ଓଲଟିଲା ଡଙ୍ଗା, ୧୦୦ ଭାସିଗଲେ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୯ କୋଭିଡ୍ ପଜିଟିଭ୍
  • ||
  • ଓ୍ୱାର୍ମ ଅପ୍ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ, କଙ୍ଗାରୁ ବାହିନୀକୁ ମାତ୍ ଦେବାକୁ ତୟାର ବିରାଟ ଏଣ୍ଡ କୋ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୭ ମୃତ
  • ||
  • ଆଜି କୁମାର ପୂର୍ଣ୍ଣିମା : ମା’ ବୃନ୍ଦାବତୀଙ୍କ ନିକଟରେ ଆଞ୍ଜୁଳି ଟେକିଲେ କୁମାରୀ
  • ||
  • ପୁରୀ : ଦାଦାବଟିକୁ କେନ୍ଦ୍ରକରି ମହିଳାଙ୍କୁ ଗୁଳିମାଡ଼, ପୂର୍ବରୁ ମିଳିଥିଲା ଧମକ
  • ||
  • ଜଗତସିଂହପୁର : କେନାଲର ଭାସୁଛି ଏକ ଗଳିତ ମୃତଦେହ, ୩ ଅଭିଯୁକ୍ତ ଅଟକ
  • ||

ଭୋଜି ଖାଇ ଫେରୁଥିବା ବେଳେ ଦୁର୍ଘଟଣା, ଜଣେ ମୃତ

4/05/2021 at 8:43 AM

ବାଲିଗୁଡା, ୦୪।୦୫ : ସଡ଼କ ଦୁର୍ଘଟଣାରେ ଜଣେ ମୃତ ଜଣେ ଗୁରୁତର l କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ସୁଡ୍ରା ଆଡି ବାଲି ନିକଟରେ ବାଇକ୍ ଦୁର୍ଘଟଣା । ଏଥିରେ ଜଣେ ପ୍ରାଣ ହରାଇଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି ।

ଯୁବକ ଦ୍ୱୟ ବାରଖମାର ଏକ ବିବାହ ଭୋଜି ଖାଇ ଫେରୁଥିବା ବେଳେ ଭାରସାମ୍ୟ ହରାଇ ଦୁର୍ଘଟଣା ଘଟିଥିବା ଜଣାପଡିଛି । ଏଥିରେ ଜଣେ ମୃତ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି । ମୃତକ ହେଲେ ବୌଦ୍ଧ ଜିଲ୍ଲା ଉମା ଗାଁର ନକୁଳ ଭୋଇ l ଗୁରୁତର ମଣ୍ଟୁ ସାହାଣୀଙ୍କୁ ଉଦ୍ଧାର କରାଯାଇ ପ୍ରଥମେ ବାଲିଗୁଡ଼ା ଓ ପରେ ଫୁଲବାଣୀ ମୁଖ୍ୟ ଡାକ୍ତଖାନାକୁ ସ୍ଥାନାନ୍ତର କରାଯାଇଛି l

   Related Posts