Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କରୋନା ନେଲା ଆଉ ୨୨ଜଣଙ୍କ ଜୀବନ, ୨୨୭୩ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ୧୨ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୨୩୯୦ ପଜିଟିଭ୍
  • ||
  • ନିରାଡମ୍ବର ଭାବେ ପାଳିତ ହେଉଛି ଇଦ୍-ଉଲ-ଫିତର, ଇଦଗାହରେ ହେବନାହିଁ ସାମୂହିକ ନମାଜ ପାଠ
  • ||
  • କମିବ କାଳବୈଶାଖି ପ୍ରଭାବ, ବଢିବ ଗୁଳୁଗୁଳି
  • ||
  • ଲଭ ୟୁ ଜିନ୍ଦେଗୀ ନୁହେଁ, ରୁଠ୍ ଗୟି ଜିନ୍ଦେଗୀ….ହସି ହସି ମହାମାରୀ ସହ ଲଢି ଲଢି ଚାଲିଗଲେ ୩୦ ବର୍ଷୀୟ ମହିଳା
  • ||

ଭୁବନେଶ୍ୱର ବିମାନବନ୍ଦରରୁ ପୁଣି ସୁନା ଜବତ

16/06/2018 at 10:14 AM

ଭୁବନେଶ୍ୱର ବିମାନବନ୍ଦରରୁ ପୁଣି ସୁନା ଜବତ । ୨୫୦ ଗ୍ରାମର ସୁନା ଜବତ କରିଛି କଷ୍ଟମ ବିଭାଗ । ଯାହାର ଆନୁମାନିକ ମୂଲ୍ୟ ୮ ଲକ୍ଷରୁ ଅଧିକ ହେବ ବୋଲି ଜଣାପଡିଛି । ସୁନା ସ୍ମଗଲିଂ ଅଭିଯୋଗରେ ପଞ୍ଜାବ ମୋହାଲିର ଜଣେ ଯୁବକଙ୍କୁ ଅଟକ ରଖିଛି କଷ୍ଟମ ବିଭାଗ । ବ୍ୟାଙ୍କକରୁ ଭୁବନେଶ୍ବର ଦେଇ ଆଣୁଥିବା ବେଳେ ଧରାପଡିଲେ ।

   Related Posts