Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୋଖରୀରୁ ମିଳିଲା ନିଖୋଜ ଶିଶୁକନ୍ୟାର ମୃତଦେହ, ହତ୍ୟା ସନ୍ଦେହ
  • ||
  • ଶିକାରୀ ଗିରଫ, ୬ ମୃତ ବିଦେଶୀ ପକ୍ଷୀ ଜବତ
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୭କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୧ କରୋନା ସଂକ୍ରମିତ, ୧୦୪୮୬୮୩ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୬୨୧ ମୃତ
  • ||
  • ମଝି ସମୁଦ୍ରରେ ଦୁର୍ଘଟଣା, ଧକ୍କା ହେଲା ୨ ଜାହାଜ
  • ||
  • ବାତ୍ୟାର ରୂପ ନେବ ଲଘୁଚାପ ! ଅନୁମାନ ଲଗାଇଲାଣି ଆଇଏମଡି, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ବାଘ ଗଣନା ବେଳେ ମିଳିଲା ମୃତଦେହ, ହତ୍ୟା ନା ଆତ୍ମହତ୍ୟା !
  • ||
  • ଶୀତ ଅଧିବେଶନ ପୂର୍ବରୁ ରବିବାର ସର୍ବଦଳୀୟ ବୈଠକ, ବିରୋଧିଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ
  • ||

ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲା ଭିସ୍ତାରା ବିମାନ, ଭୁବନେଶ୍ୱର ବିମାନ ବନ୍ଦରରେ ଜରୁରୀ ଅବତରଣ

27/10/2021 at 5:23 PM

ଭୁବନେଶ୍ୱର, ୨୭/୧୦: ଭୁବନେଶ୍ୱର ବିମାନ ବନ୍ଦରରେ ଜରୁରୀ ଅବତରଣ କଲା ଏୟାର ଭିସ୍ତାରା ବିମାନ । କୌଣସି କାରଣରୁ ମଝି ଆକାଶରେ ସମସ୍ୟାର ସମ୍ମୁଖୀନ ହୋଇଥିବା ବେଳେ ଏହା ଭୁବନେଶ୍ୱରର ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ଜରୁରୀକାଳୀନ ଅବତରଣ କରିଛି । ଯାହା ଫଳରେ ଅଳ୍ପକେ ଦୁର୍ଘଟଣାରୁ ବର୍ତ୍ତି ଯାଇଛି ।

ତେବେ ଏନେଇ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ଜଣାଇଛନ୍ତି ଆପ୍‌ ନେତା ସଂଜୟ ସିଂହ । ଏହାର ପ୍ରତିଉତ୍ତରରେ ସିନ୍ଧିଆ ଘଟଣାର ତଦନ୍ତ ସହ ଉଚିତ୍‌ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି ।

   Related Posts