Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା : ବଦଳିଲେ ତମାଣ୍ଡୋ ଥାନା IIC, ଚନ୍ଦକା ଥାନାର ସବ୍ ଇନ୍ସପେକ୍ଟର ତୁଲାଇବେ ଦାୟିତ୍ବ
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା, କନେଷ୍ଟବଳ ପ୍ରସନ୍ନ ବେହେରା ନିଲମ୍ବିତ
  • ||
  • ଜଗତସିଂହପୁର : ଦେବୀ ନଦୀରେ ବୁଡି ୫ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅନ୍ୟ ୩ଜଣ ଉଦ୍ଧାର
  • ||
  • ବ୍ରହ୍ମପୁର : ବ୍ରହ୍ମପୁରରେ ସ୍ବର୍ଣ୍ଣିମ ବିଜୟ ବର୍ଷ ପାଳିତ, ପୋଲିସ ରିଜର୍ଭ ଗ୍ରାଉଣ୍ଡରେ ପହଞ୍ଚିଲା ମଶାଲ
  • ||
  • ଭୁବନେଶ୍ବର : ତେଲ ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ, ଅଢେଇ କ୍ବିଣ୍ଟାଲ ଗଞ୍ଜେଇ ସହ ୨ ଜଣଙ୍କୁ ଗିରଫ କଲା ଏନ୍‌ସିବି
  • ||
  • ବାଲିପାଟଣା : ବୃଦ୍ଧଙ୍କୁ ଚାପିଦେଲା ହାଇଓ୍ବା, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ସୁନ୍ଦରଗଡ : ଗଛରୁ ଉଦ୍ଧାର ହେଲା ଯୁବକଙ୍କ ଝୁଲନ୍ତା ମୃତଦେହ, ଆତ୍ମହତ୍ୟା ସନ୍ଦେହ
  • ||
  • ବାରିପଦା : ମୟୁରଭଞ୍ଜରେ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ
  • ||
  • ଭୁବନେଶ୍ବର : ବିନା ଛୁଞ୍ଚିରେ ଟିକା ନେବେ ଶିଶୁ, ଦୁଇଟି ଡୋଜ୍ ନେବା ପାଇଁ ପରାମର୍ଶ
  • ||
  • ଅନୁଗୋଳ : ପ୍ରାତଃ ଭ୍ରମଣରେ ଯାଇଥିବା ବେଳେ ପଡିଗଲେ ହାତୀ ହାବୁଡରେ, ଚାଲିଗଲା ଜୀବନ
  • ||

ଢେଙ୍କାନାଳ ଯିବେ ରାଜଧାନୀ ଷଣ୍ଡ

31/01/2020 at 9:43 PM

ଭୁବନେଶ୍ବର ୩୧।୦୧ – ଢେଙ୍କାନାଳ ଯିବେ ରାଜଧାନୀ ଷଣ୍ଡ । ରାଜଧାନୀରେ ଷଣ୍ଢ ଉପଦ୍ରବ ରୋକିବାକୁ ବିଏମ୍‌ସିର ଅଭିନବ ଯୋଜନା ।

ଭୁବନେଶ୍ବର ଷଣ୍ଡଙ୍କୁ ଢେଙ୍କାନାଳରେ ଥଇଥାନ କରିବା ଲାଗି ଯୋଜନା କରୁଛି ବିଏମସି  ।  ଏ ନେଇ ମତ୍ସ୍ୟ ଓ ପଶୁପାଳନ ବିଭାଗକୁ ଚିଠି ଲେଖିଲା ବିଏମସି ।

ଢେଙ୍କାନାଳରେ ବିଭାଗର ପଶୁ ମାନଙ୍କ ଥଇଥାନ ଲାଗି ୬୦ରୁ ୭୦  ଏକର ଜମି ରହିଛି ।   ଉକ୍ତ ଜମିକୁ ବିଏମସିକୁ ହସ୍ତାନ୍ତର କରିବା ପାଈଁ ଚିଠି ଲେଖାଯାଇଛି ବୋଲି ସୂଚନା ଦେଲେ ବିଏମସି କମିସନର |

   Related Posts