ବିଧାୟକ ଅନନ୍ତ ନାରାୟଣ ଜେନାଙ୍କୁ କରୋନା, ଏବେ ହୋମ୍ କ୍ବାରେଣ୍ଟାଇନ୍‌ରେ

Published By : Prameya-News7 Bureau | August 20, 2020 IST

ଭୁବନେଶ୍ବର ୨୦।୮: ଭୁବନେଶ୍ବର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା କୋଭିଡ୍-୧୯ ପଜିଟିଭ୍ ଥିବା ଜଣାପଡିଛି । ସେ ପଜିଟିଭ୍ ଥିବା ନେଇ ନିଜେ ଟ୍ବିଟ୍ କରି ସୂଚନା ଦେଇଛନ୍ତି । କୋଭିଡ୍-୧୯ର ଲକ୍ଷଣ ଦେଖାଯିବା ପରେ ସେ ତାଙ୍କର କରୋନା ପରୀକ୍ଷା କରାଇଥିଲେ । ତାଙ୍କର ରିପୋର୍ଟ ପଜିଟିଭ୍ ଆସିଛି । ରିପୋର୍ଟ ପଜିଟିଭ୍ ଆସିବା ପରେ ସେ ହୋମ୍ କ୍ବାରେଣ୍ଟାଇନ୍ ରେ ଅଛନ୍ତି । ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋଙ୍କୁ ଆଇସୋଲେସନରେ ରହିବା ସହ ସେମାନଙ୍କର କରୋନା ପରୀକ୍ଷଣ କରାଇବା ପାଇଁ ସେ ଅନୁରୋଧ କରିଛନ୍ତି ।

wp:html /wp:html

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.