Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ୟାଟସମ୍ୟାନଙ୍କ ପରେ ବିଫଳ ହେଲେ ଆରସିବି ବୋଲର, ‘କର ବା ମର’ ମ୍ୟାଚରେ ୫ ଓ୍ୱିକେଟରେ ଜିତିଲା ହାଇଦ୍ରାବାଦ
  • ||
  • ଗହଣା ଦୋକାନରୁ ଚୋରି, ଛାତ କଣା କରି ଲୁଟିନେଲେ ୨ କିଲୋର ସୁନା ଅଳଙ୍କାର
  • ||
  • ସାରୁଅ ଜମି କେଳେଙ୍କାରୀ : ଓଡିଶା ଇନଫ୍ରାଟେକ୍‌ର ଦୁଇ କର୍ମଚାରୀ ଗିରଫ, ଶ୍ରମିକଙ୍କୁ ଧମକ ଅଭିଯୋଗରେ ବାନ୍ଧିଲା ବାଘମାରୀ ପୋଲିସ
  • ||
  • IPL 2020: ବୁମରା ଓ ବୋଲ୍ଟଙ୍କ ଶାଣିତ ବୋଲିଂ ପରେ ଇଶାନଙ୍କ ଅର୍ଦ୍ଧଶତକ, ୯ ଓ୍ଵିକେଟ୍‌ରେ ଜିତିଲା ମୁମ୍ବାଇ ଇଣ୍ଡିଆନ୍ସ, ଦିଲ୍ଲୀର କ୍ରମାଗତ ଚତୁର୍ଥ ପରାଜୟ
  • ||
  • ଭୁବନେଶ୍ୱର : ଆସିଲା ଅନଲକ୍ ୬.୦ ଗାଇଡ଼ଲାଇନ୍‌
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ଭୁବନେଶ୍ୱର : ରାଜ୍ୟରେ ୧୪୭୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ୧୬ତାରିଖରେ ଖୋଲିବ ସ୍କୁଲ, ନବମରୁ ଦ୍ୱାଦଶ ଶ୍ରେଣୀ ଯାଏଁ ପିଲା ପଢିବାକୁ ଆସିବେ
  • ||
  • ଝରକା ତାଡ଼ି ବ୍ୟାଙ୍କରୁ ଲୁଟ୍ ! ପୋଲିସର ତଦନ୍ତ ଜାରି
  • ||
  • ଭୟଙ୍କର ଭୂକମ୍ପରେ ଥରିଲା ତୁର୍କୀ ଓ ଗ୍ରୀସ : ମୃତ୍ୟୁ ସଂଖ୍ୟା ୧୭କୁ ବୃଦ୍ଧି, ୭ ଶହରୁ ଅଧିକ ଆହତ
  • ||

ଓକିଲ ଆନ୍ଦୋଳନ ପ୍ରତ୍ୟାହାର, ଶନିବାରଠାରୁ ଭୁବନେଶ୍ବର କୋର୍ଟ ହେବ ସ୍ବଭାବିକ

5/07/2019 at 5:30 PM

ଭୁବନେଶ୍ବର୫|୭: ଗଲା ଜୁନ୍‌ ୨୦ରୁ ଭୁବନେଶ୍ବର କୋର୍ଟରେ ଚାଲିଥିବା ଓକିଲଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଛି । ଆସନ୍ତା ଶନିବାର ଠାରୁ ଓକିଲମାନେ କୋର୍ଟ କାମରେ ଯୋଗଦେବେ ବୋଲି ନିଷ୍ପତି ନେଇଛି ଭୁବନେଶ୍ବର ବାର୍‌ ଆସୋସିଏସନ୍‌ ।

ଜୁନ୍‌ ୧୯ ରେ ଦୁଇ ଜଣ ଆଇନଜୀବୀଙ୍କୁ ଆକ୍ରମଣର ପ୍ରତିବାଦ କରି ଓକିଲମାନେ କାର୍ଯ୍ୟବନ୍ଦ ଆନ୍ଦୋଳନ ଚଳାଇଥିଲେ । କମିଶନରେଟ୍‌ ପୋଲିସ ଆଇନଜୀବୀଙ୍କୁ ଆକ୍ରମଣ କରିଥିବା ୨ ଦୁର୍ବୃତ୍ତଙ୍କୁ ଗିରଫ କରିଛି ।

   Related Posts