ori homes
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦିଲ୍ଲୀରେ ପୁଣି ଅଗ୍ନିକାଣ୍ଡ : ଥିନର ଫ୍ୟାକ୍ଟ୍ରିରେ ନିଆଁ, ଲିଭାଇବାକୁ ୧୭ ଦମକଳ ଗାଡି ନିୟୋଜିତ
  • ||
  • ଦେଶରେ ଖସୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୨୩୬୪ କରୋନା ପଜିଟିଭ୍
  • ||
  • ମୋହନା : ରାସ୍ତାକଡ଼ରୁ ମିଳିଲା ଯୁବକଙ୍କ କ୍ଷତବିକ୍ଷତ ମୃତଦେହ, ହତ୍ୟା ପରେ ଫିଙ୍ଗାଯାଇଥିବା ଅଭିଯୋଗ
  • ||
  • ରାଜ୍ୟରେ ଖସୁଛି କରୋନା, ୨୪ ଘଣ୍ଟାରେ ବାହାରିଲେ ୧୨ ପଜିଟିଭ୍
  • ||
  • ଗ୍ରାହକଙ୍କୁ ବଡ ଝଟ୍‌କା : ବଢିଲା ଗ୍ୟାସ୍ ଦର, ଜାଣନ୍ତୁ କେତେ ହେଲା ଦାମ୍ ?
  • ||
  • ରାଜ୍ୟରେ ଦୁଇ ଦିନ ବର୍ଷା, ରବିବାରଠୁ ପୁଣି ବଢିବ ତାତି
  • ||
  • ଦିନରେ ମିଟିଂ, ରାତିରେ କ୍ୟାମ୍ପେନିଂ: ବ୍ରଜରାଜନଗର ଉପନିର୍ବାଚନ ପାଇଁ ସବୁ ଦଳର କସରତ
  • ||
  • ଜ୍ଞାନବାପୀ ମସଜିଦ ମାମଲା : ବାରଣାସୀ କୋର୍ଟରେ ଦାଖଲ ହେବ ସର୍ଭେ ରିପୋର୍ଟ
  • ||

ହାଇକୋର୍ଟ ବାର୍ ଆସୋସିଏସନକୁ ସମର୍ଥନ କରି ଆନ୍ଦୋଳନକୁ ଓହ୍ଲାଇଲେ ଭୁବନେଶ୍ୱର ଆଇନଜୀବୀ

30/08/2018 at 5:12 AM

ଭୁବନେଶ୍ୱର ୩୦|୮:  କଟକରେ ଆଇନଜୀବୀ-ପୋଲିସ ବିବାଦ ପ୍ରସଙ୍ଗକୁ ନେଇ ଭୁବନେଶ୍ବର ବାର୍ ଆସୋସିଏସନ ପକ୍ଷରୁ କାର୍ଯ୍ୟବନ୍ଦ ଆନ୍ଦୋଳନ ହୋଇଛି । କଳ୍ପନା-ପୁରୀ ରୋଡକୁ ଓକିଲମାନେ ଦୀର୍ଘ ୨ ଘଣ୍ଟା ଧରି  ଟାୟାର ଜାଳି ରାସ୍ତା ଅବରୋଧ କରିଥିଲେ । ଫଳରେ ଏହି ରାସ୍ତାରେ ଗାଡି ଚଳାଚଳ ପ୍ରଭାବିତ ହୋଇଥିଲା । ସେପଟେ ହାଇକୋର୍ଟ ବାର୍ ଆସୋସିଏସନ ନିଜ ଜିଦ୍‌ରେ ଅଟଳ ରହିଛି । ଗତ ୨୮ ତାରିଖ ସଂଧ୍ୟାରେ ଓକିଲଙ୍କ ଉପରେ ଆକ୍ରମଣ କରିଥିବା ପୋଲିସ କର୍ମଚାରୀଙ୍କୁ ଗିରଫ ଦାବୀ କରିଛି ସଂଘ । ତିନିଜଣ ପୋଲିସ କନେଷ୍ଟବଳଙ୍କ ନିଲମ୍ବନ ଓ ଘଟଣାର ତଦନ୍ତ ଭାର କ୍ରାଇମବ୍ରାଞ୍ଚ ଇନ୍ସପେକ୍ଟରଙ୍କୁ ଦେବା ମଧ୍ୟ ଆଇନଜୀବୀଙ୍କୁ ସନ୍ତୁଷ୍ଟ କରିପାରିନାହିଁ । ।

   Related Posts