Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅକ୍ଟୋବର-ନଭେମ୍ବର ମାସର ପାର୍ବଣ ଗାଇଡ୍‌ଲାଇନ୍‌, ମୂର୍ତ୍ତି ବିସର୍ଜନରେ ରହିବେ ଏତିକି ଲୋକ, ହବିଷ୍ୟାଳୀଙ୍କୁ ମନ୍ଦିର ମନା
  • ||
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

ପେଟ୍ରୋଲ ପମ୍ପ୍‌ରେ ବିସ୍ଫୋରଣ ଘଟଣାର ଜଣାପଡିଲା କାରଣ, ଏଲପିଜି ରିଫିଲିଂ ବେଳେ ହୋଇଥିଲା ବ୍ଲାଷ୍ଟ

8/10/2020 at 2:56 PM

ଭୁବନେଶ୍ବର ୮।୧୦: କାହିଁକି ଆଉ କେମିତି ହେଲା ରାଜଭବନ ସାମ୍ନା ପେଟ୍ରୋଲ ପମ୍ପରେ ବିସ୍ଫୋରଣ । ଏନେଇ ସାମ୍ନାକୁ ଆସିଛି ବିସ୍ଫୋରକ ତଥ୍ୟ । ଡିପାର୍ଟମେଣ୍ଟ ଅଫ୍ ଏକ୍ସପ୍ଲୋସିଭର ତଦନ୍ତ ସମୟରେ ଜଣା ପଡିଛି ବିସ୍ଫୋରଣର କାରଣ । ଗତକାଲି ଫିଲିଂ ଷ୍ଟେସନରେ ଏଲପିଜି ରିଫିଲିଂ ଚାଲିଥିବା ବେଳେ ବିସ୍ଫୋରଣ ହୋଇଥିଲା ।

ବ୍ଲାଷ୍ଟ ବେଳେ ସାଢେ ୪ ଟନ୍ ଏଲପିଜି ଥିଲା ଏବଂ ୧୦ ହଜାର ଲିଟର ପାଣି ଥିଲା । ଟାଙ୍କିରେ ପ୍ରଥମେ ହାଇଡ୍ରୋଜେନ୍ ଗ୍ୟାସ୍ ଭର୍ତ୍ତି ହୋଇଥିଲା । ତାପରେ ନାଇଟ୍ରୋଜେନ୍ ଗ୍ୟାସ୍ ଫିଲିଂ ସଫଳ ହୋଇଥିଲା । କିନ୍ତୁ ଯେତେବେଳେ ଏଲପିଜି ରିଫିଲିଂ ହୋଇଥିଲା, ସେତେବେଳେ ଲିକ୍ ହୋଇ ବ୍ଲାଷ୍ଟ ହୋଇଥିଲା ।

ଡିପାର୍ଟମେଣ୍ଟ ଅଫ୍ ଏକ୍ସପ୍ଲୋସିଭର ଡେପୁଟି ଚିଫ୍ କଣ୍ଟ୍ରୋଲର ରୁଆବ୍ ଅଲ୍ଲୀ ଏନେଇ ସୂଚନା ଦେଇଛନ୍ତି । ବିସ୍ଫୋରଣ ପରେ ବିଭାଗ ତଦନ୍ତ ଆରମ୍ଭ କରି ସାରିଛି । ଫିଲିଂ ଷ୍ଟେସନ ପରିସରରେ ତଦନ୍ତ ଚାଲିଛି । ମୃତକଙ୍କ ବାବଦରେ ମଧ୍ୟ ତଦନ୍ତ କରାଯାଉଛି । ଆହତ ଲୋକଙ୍କୁ ଚିକିତ୍ସା ପରେ ପଚରାଉଚରା କରାଯିବ ।

   Related Posts