Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାଲେପୁର : ମକର ଯାତ୍ରାରୁ ନାବାଳିକାଙ୍କୁ ଟେକି ନେଇ ନଦୀପଠାରେ ଗଣଦୁଷ୍କର୍ମ, ଥାନାରେ ଏତଲା, ଭାଇରାଲ୍ ଭିଡିଓ ନେଇ ପୋଲିସର ଛାନଭିନ୍
  • ||
  • କେନ୍ଦ୍ରାପଡା : ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ, ସିଡିଏମ୍‌ଓଙ୍କ କାର୍ଯ୍ୟାଳୟ ଆଗରେ ମୃତଦେହ ରଖି ପରିବାର ଲୋକଙ୍କ ଧାରଣା
  • ||
  • ବୌଦ୍ଧ : ATMରୁ ବାହାରିଲା କାଗଜ ପେଷ୍ଟ ଥିବା ୨୦ଟି ୫ଶହ ଟଙ୍କିଆ ନୋଟ୍, ଫେରସ୍ତ ନେବାକୁ ମନାକଲା ବ୍ୟାଙ୍କ୍ !
  • ||
  • ଭୁବନେଶ୍ବର : ରାଜ୍ୟରେ ବୁଧବାରଠୁ ପୁଣି ଟିକାକରଣ, ଟିକା ନେବେ ବଳକା ୧ ଲକ୍ଷ ୭୩ ହଜାର ୬୩୬ ଜଣ ସ୍ଵାସ୍ଥ୍ୟକର୍ମୀ
  • ||
  • ସମ୍ବଲପୁର : କିନ୍ନରଙ୍କଠାରୁ ୩ବର୍ଷର ଶିଶୁ କନ୍ୟାକୁ ଉଦ୍ଧାର କଲା ଚାଇଲ୍ଡ ଲାଇନ୍, ଚୋରି ସନ୍ଦେହ
  • ||
  • ଭୁବନେଶ୍ବର : STF ପଞ୍ଝାରେ ଧଳା ଜହର ବେପାରୀ, କୋଟିଏରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ
  • ||
  • ନବରଙ୍ଗପୁର : ଚଳନ୍ତା କାର୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ଢେଙ୍କାନାଳ : ହାତୀ ପୁଣି ନେଲା ଆଉ ଜଣଙ୍କ ଜୀବନ, ଶୌଚ ହେବାକୁ ଯାଇଥିବା କଚାଡି ମାରିଲା ଦନ୍ତା
  • ||
  • ବଲାଙ୍ଗୀର : ବିଚାରାଧୀନ କଏଦୀ ମୃତ, ହତ୍ୟା ମାମଲାରେ ଥିଲେ ଅଭିଯୁକ୍ତ
  • ||
  • ଶହେ ତଳକୁ ଖସିଲା ଦୈନିକ ସଂକ୍ରମିତଙ୍କ ସଂଖ୍ୟା : ରାଜ୍ୟରେ ଚିହ୍ନଟ ହେଲେ ଆଉ ୯୯ କୋଭିଡ୍ ପଜିଟିଭ୍‌, ୩୩୪୫୨୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||

ମାନସିକ ରୋଗ ବିଭାଗରେ ଆଡମିଟ୍‌ ହେଲେ ବିଦ୍ୟାଶ୍ରୀ…

25/12/2020 at 3:14 PM

ଭୁବନେଶ୍ବର୨୫/୧୨: ସାମାଜସେବୀ ଆଦିତ୍ୟ ଦାଶଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ଉପରୁ ପରଦା ଏପର୍ଯ୍ୟନ୍ତ ଉଠି ନାହିଁ। କିନ୍ତୁ ଏପଟେ ତାଙ୍କ ପତ୍ନୀଙ୍କୁ ନେଇ ଚର୍ଚ୍ଚା ଜୋର ଧରିଛି। ଗତକିଛି ଦିନ ତଳେ ନିଦ ବଟିକା ଖାଇ ଆତ୍ମହତ୍ୟା କରିବାକୁ ବିଦ୍ୟାଶ୍ରୀ ଉଦ୍ୟମ କରିଥିଲେ। ତାଙ୍କୁ କଟକ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ବିଦ୍ୟାଶ୍ରୀ ମାନସିକସ୍ତରରେ ଅସୁସ୍ଥ ହୋଇଯାଇଥିବା ମେଡିସିନ୍‌ ବିଭାଗ ଡାକ୍ତର ଅନୁଧ୍ୟାନ କଲା ପରେ ତାଙ୍କୁ ମାନସିକ ରୋଗ ବିଭାଗରେ ଭର୍ତ୍ତି କରିବା ପାଇଁ ସୁପାରିଶ କରାଯାଇଥିଲା ।

ସେହି ଆଧାରରେ ବିଦ୍ୟାଶ୍ରୀଙ୍କୁ ମାନସିକ ରୋଗ ଚିକିତ୍ସା ବିଭାଗରେ ଭର୍ତ୍ତି କରାଯାଇଛି। ଏବେ ବିଦ୍ୟାଶ୍ରୀଙ୍କୁ ନିଦ ଇଞ୍ଜେସକନ ଦିଆଯାଉଛି । ମେଡିକାଲ୍‌ର ୩ଜଣ ସୁରକ୍ଷା କର୍ମୀ ତାଙ୍କୁ ୨୪ ଘଣ୍ଟିଆ ସୁରକ୍ଷା ଯୋଗାଇ ଦେଉଛନ୍ତି । ବିଦ୍ୟାଶ୍ରୀଙ୍କ ସ୍ୱାସ୍ଥ୍ୟବସ୍ଥା ଉପରେ ନଜର ରଖାଯାଇଥିବା ମାନସିକ ସ୍ୱାସ୍ଥ୍ୟ ପ୍ରତିଷ୍ଠାନର ନିର୍ଦ୍ଦେଶକ ପ୍ରଫେସର ଡାକ୍ତର ସାରଦା ପ୍ରସନ୍ନ ସ୍ୱାଇଁ କହିଛନ୍ତି ।

   Related Posts