ori homes
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ନୋଟିସ, ଘୁଞ୍ଚିଲା +୨ ପରୀକ୍ଷା
  • ||
  • ଆତ୍ମ ସମର୍ପଣ କଲେନି ସିଦ୍ଧୁ, ସ୍ୱାସ୍ଥ୍ୟଗତ ସମସ୍ୟା ଦର୍ଶାଇ ମାଗିଲେ ସମୟ
  • ||
  • ସନ୍ଧ୍ୟାରେ ରୟାଲ୍ସ ବନାମ କିଙ୍ଗସ, ଜିତିଲେ ପ୍ଲେ-ଅଫରେ ଏଣ୍ଟ୍ରି କରିବ ରାଜସ୍ଥାନ
  • ||
  • ଲାଲୁ ପରିବାରକୁ ଗୁଡ୍ ମର୍ଣ୍ଣିଂ କଲା ସିବିଆଇ : ସକାଳୁ ସକାଳୁ ୧୭ ଜାଗାରେ ଚଢଉ
  • ||
  • ରାଜ୍ୟରେ ଖସୁଛି କରୋନା, ୨୪ ଘଣ୍ଟାରେ ବାହାରିଲେ ୧୦ ପଜିଟିଭ୍
  • ||
  • ଶନିବାରଠୁ ବଢିବ ତାତି, ଆସନ୍ତା ସପ୍ତାହରେ ଲଘୁଚାପ
  • ||
  • ୨୭ ମାସ ପରେ ମୁକୁଳିଲେ ଆଜମ ଖାନ, ସ୍ୱାଗତ ପାଇଁ ପହଁଚିଲେ ଶିବପାଲ ଯାଦବ
  • ||
  • ରାଜଧାନୀରେ ବୋମାମାଡ, ସହିଦନଗର ଥାନା ପୋଲିସର ତଦନ୍ତ ଜାରି
  • ||
  • ମଧ୍ୟାହ୍ନରେ ଆତ୍ମସମର୍ପଣ କରିବେ ସିଦ୍ଧୁ, ବର୍ଷେ ପାଇଁ ଯିବେ ଜେଲ୍ !
  • ||
  • ଆଜି ଜେଲରୁ ମୁକୁଳି ପାରନ୍ତି ଆଜମ ଖାନ, ଜେଲରେ ପହଁଚିଲା ଜାମିନ ଆଦେଶ
  • ||

ଆଜିଠୁ ୧୧ଟି ଜିଲାରେ ଅତି ପ୍ରବଳ ବର୍ଷା

11/08/2018 at 5:58 AM

ଆଜି ସଂଧ୍ୟାରୁ ଆରମ୍ଭ ହେବ ବର୍ଷା । ଅଗଷ୍ଟ ୧୩ରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବ । ଏହାର ପ୍ରଭାବରେ ପଶ୍ଚିମବଙ୍ଗ ସମେତ ଉତ୍ତର ଉପକୂଳ ଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । କୋରାପୁଟ, କନ୍ଧମାଳ, କଳାହାଣ୍ଡି, ମାଲକାନାଗିରି ଏବଂ ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ୧୨ ତାରିଖରୁ ମୟୁରଭଞ୍ଜ, ବାଲେଶ୍ବର, କେନ୍ଦୁଝର, ଭଦ୍ରକ,ସୁନ୍ଦରଗଡ ସମେତ ଉପକୁଳ ଓଡିଶା କେନ୍ଦ୍ରାପଡା, କଟକ, ପୁରୀ, ଜଗତସିଂହପୁର ଏବଂ ଯାଜପୁରରେ ୧୪ ତାରିଖ ଯାଏଁ ବର୍ଷାର ପ୍ରଭାବ ରହିବ । ତେବେ ୧୩ ଓ ୧୪ରେ ରାଜ୍ୟର ପ୍ରାୟ ସବୁ ଅଞ୍ଚଳରେ ବର୍ଷା ହେବା ସହିତ ୧୧ଟି ଜିଲାରେ ଅତି ପ୍ରବଳ ବର୍ଷା ହେବ।

   Related Posts