Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ, ୨୩୬ ମୃତ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୯କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୭ କରୋନା ସଂକ୍ରମିତ, ୧୦୪୮୮୮୦ରେ ପହଞ୍ଚିଲା ସଂଖ୍ୟା
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଓମିକ୍ରନ୍ ନେଇ AIIMS ମୁଖ୍ୟ ଗୁଲେରିଆ ଦେଲେ ଚେତାବନୀ, କହିଲେ ନୂଆ ଭାରିଆଣ୍ଟ ଭାକସିନକୁ ଦେଇପାରେ ଚକମା
  • ||
  • ଡ୍ୟାମରେ ଭାସୁଛି ଯୁବକଙ୍କ ମୃତଦେହ, ଗାଧୋଇଲା ବେଳେ ବୁଡି ଯାଇଥିଲେ
  • ||
  • ଦକ୍ଷିଣ ଆଫ୍ରିକାରୁ ମହାରାଷ୍ଟ୍ର ଫେରିଥିବା ବ୍ୟକ୍ତି କୋଭିଡ ପଜିଟିଭ୍: ଆଇସୋଲେସନରେ ସଂକ୍ରମିତ, ଓମିକ୍ରନ୍ ନେଇ ଆଲର୍ଟ
  • ||

ଆଜି ଘୋଷଣା ହେବ ବିହାର ବିଧାନସଭା ପାଇଁ ନିର୍ବାଚନ ତାରିଖ !

25/09/2020 at 9:17 AM

ପାଟନା, ୨୫।୦୯:   ବିହାରରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ଏକ ବଡ ଖବର ସାମ୍ନାକୁ ଆସିଛି । ନିର୍ବାଚନ କମିସନର ଶୁକ୍ରବାର ବିହାର ବିଧାନସଭା ତାରିଖ ବାବଦରେ ଘୋଷଣା କରିବେ ବୋଲି ସୂଚନା ମିଳିଛି । ଆଜି ଦିନ ୧୨ଟା ୩୦ରେ ନିର୍ବାଚନର ତାରିଖ ଘୋଷଣା ହୋଇପାରେ ।

ବିଧାନସଭା ନିର୍ବାଚନକୁ ନେଇ ବିହାରରେ ରାଜନୈତିକ ପାଣିପାଗ ସରଗରମ ରହିଛି । ରାଜ୍ୟରେ ବିରୋଧି ଦଳର ମହାମେଂଟରେ ସାମିଲ ହୋଇଥିବା ଆରଏଲଏସପି ବୁଧବାର ମେଣ୍ଟରୁ ବାହାରିବା ନେଇ ସଙ୍କେତ ଦେଇଛି ।

ଦଳର ରାଷ୍ଟ୍ରୀୟ ମହାସଚିବ ମାଧବ ଆନନ୍ଦ କହିଛନ୍ତି ଯେ, ଅକ୍ଟୋବର-ନଭେମ୍ବରରେ ହେବାକୁ ଥିବା ନିର୍ବାଚନ ପୂର୍ବରୁ ଦଳ ନୂଆ ବିକଲ୍ପ ସନ୍ଧାନ କରିବ । ଏନେଇ ଶୁକ୍ରବାର ଚୂଡାନ୍ତ ନିଷ୍ପତ୍ତି ନିଆଯିବ । ମହାମେଣ୍ଟରେ କିଛି ଠିକ୍ ଚାଲୁନାହିଁ । ତେଣୁ ସମୟ ପୂର୍ବରୁ ନିଷ୍ପତ୍ତି ନେବା ଆବଶ୍ୟକ ବୋଲି ସେ କହିଥିଲେ ।

   Related Posts