Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର : ଜମିଜମା ବିବାଦରୁ ବିଧବା ମହିଳାଙ୍କୁ ବୀଭତ୍ସ ହତ୍ୟା
  • ||
  • କଟକ : SCBରେ ମହିଳା ରୋଗୀଙ୍କ ଉପରେ ଖସିପଡିଲା ଫ୍ୟାନ୍, ଆଇସିୟୁରେ ଭର୍ତ୍ତି
  • ||
  • ଭୁବନେଶ୍ବର : ଆନ୍ତର୍ଜାତୀୟ ମହିଳା ଦିବସରେ ବିଜେଡିର ମହିଳା ସମାବେଶ, ମୁଖ୍ୟମନ୍ତ୍ରୀ କହିଲେ ମା’ମାନେ ଆଜନ୍ମ ନେତ୍ରୀ
  • ||
  • ଭୁବନେଶ୍ବର : ଗଠନ ହେଲା ୯ଜଣିଆ ଟାସ୍କ ଫୋର୍ସ, ଆୟତ୍ତ କରିବେ ନିଆଁ
  • ||
  • ବଲାଙ୍ଗିର : ରକ୍ତ ପାଇଁ ଗଲା ଜୀବନ ! ରୋଗୀ ମୃତ୍ୟୁକୁ ନେଇ ମେଡିକାଲରେ ଉତ୍ତେଜନା
  • ||
  • ସମ୍ବଲପୁର : ଜଙ୍ଗଲକୁ ଗଲେ ଠିକଣା ରଖିବ ବନ ବିଭାଗ, ନିଆଁ ଲଗାଇଥିବା ବ୍ୟକ୍ତିଙ୍କ ସମ୍ପର୍କରେ ସୂଚନା ଦେଲେ ମିଳିବ ୫ହଜାର
  • ||
  • ସୁନ୍ଦରଗଡ : ବାଲି ଗଦାରୁ ମହିଳାଙ୍କ ମୃତଦେହ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ
  • ||
  • ପାରାଦୀପ : ଟ୍ରେନ୍ ଲାଇନ୍ କଡରୁ ମୃତଦେହ ଉଦ୍ଧାର, ହତ୍ୟା ନା’ ଆତ୍ମହତ୍ୟା ସନ୍ଦେହ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ଆଉ ୫୯ କୋଭିଡ୍ ପଜିଟିଭ୍, ୩୩୭୮୦୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଜଳେଶ୍ବର : ମୋବାଇଲ୍ ଚୋରକୁ ଧରି ନିର୍ଧୁମ ଛେଚିଲେ ଗ୍ରାମବାସୀ
  • ||

ସୁନ୍ଦରଗଡରେ ବିହାର ଲିଚୁ ବିକ୍ରି ବନ୍ଦ, ଆମଦାନୀ ନ କରିବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ

18/06/2019 at 11:50 AM

ରାଉରକେଲା ୧୮|୬: ସୁନ୍ଦରଗଡ଼ରେ ବନ୍ଦ ହେଲା ବିହାର ଲିଚୁ ବିକ୍ରି । ଓଡିଶାର ବିଭିନ୍ନ ସ୍ଥାନରେ ବିହାର ଲିଚୁ ବିକ୍ରି ନେଇ ନ୍ୟୁଜ୍ ୭ରେ ଖବର ପ୍ରସାରଣ ପରେ ଆକ୍ସନକୁ ଆସିଲେ ସୁନ୍ଦରଗଡ ଜିଲ୍ଲାପାଳ । ସୁନ୍ଦରଗଡର ରାଉରକେଲାରେ ଲିଚୁ କୋଳି ବିକ୍ରି ବନ୍ଦ କରିଛି ଜିଲ୍ଲା ପ୍ରଶାସନ । ଲିଚୁ ବିକ୍ରି ବନ୍ଦ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ସୁନ୍ଦରଗଡ ଜିଲ୍ଲାପାଳ ।

ବିହାରରୁ ଆସୁଥିବା ଲିଚୁ ରାଉରକେଲା ବଜାରରେ ବିକ୍ରି ହେଉଥିଲା । ବିହାରରୁ ଲିଚୁ ଆମଦାନୀ ନ କରିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି ।

   Related Posts