Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚିନ୍ତା ବଢାଇଲେଣି କୁଲଡିହା ହାତୀପଲ, ନଷ୍ଟ କରୁଛନ୍ତି ବ୍ୟାପକ ଫସଲ
  • ||
  • ଭୁବନେଶ୍ବର : ଫେବୃଆରୀ ୧୪ରୁ ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ଟିକାକରଣ
  • ||
  • ଅନୁଗୋଳ : ଜିଲ୍ଲାପାଳଙ୍କ ଅଫିସ୍ ଆଗରେ ମା’ ଓ ପୁଅଙ୍କ ଆତ୍ମାହୁତି ଉଦ୍ୟମ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୦ କୋଭିଡ୍ ସଂକ୍ରମିତ, ୩୩୪୪୩୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ବ୍ରହ୍ମପୁର : ଟ୍ରାକ୍ଟର ସହ ବାଇକ୍ ଧକ୍କା, ଜଣେ ମୃତ, ୨ ଶ୍ରମିକ ଗୁରୁତର
  • ||
  • ଆନନ୍ଦପୁର : ଧାନ ଡୋଲି ଓଲଟିପଡି ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୨୦୩ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ବରଗଡ : ଭିଜିଲାନ୍ସ ଜାଲରେ ବରଗଡ ଜିଲ୍ଲା ଭଟଲି ବ୍ଲକ୍ କେଲେଙ୍ଗାପାଲିର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ
  • ||
  • ଭୁବନେଶ୍ବର : ସାଲିଆ ସାହିରୁ ୫ଶହ ଲିଟରରୁ ଅଧିକ ଦେଶୀ ମଦ ଜବତ, ୯ ଅଭିଯୁକ୍ତ ଗିରଫ
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୬ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||

ବିଜୟ କୁମାର ପଟ୍ଟନାୟକଙ୍କ ପରଲୋକ

19/09/2020 at 1:31 PM

ଭୁବନେଶ୍ୱର ୧୯/୦୯ : ଖବର କାଗଜ ଉଦ୍ୟୋଗି ବିଜୟ କୁମାର ପଟ୍ଟନାୟକଙ୍କ ପରଲୋକ ହୋଇଛି । ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ୬୦ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି । ତାଙ୍କ ଦେହାନ୍ତରେ ଖବରକାଗଜ ଉଦ୍ୟୋଗରେ ଶୋକର ଛାୟା ଖେଳି ଯାଇଛି । ଆଜି ସକାଳେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି । ପାଖାପାଖି ମାସେ ହେଲା ସେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ଆଜି ସକାଳେ ହଠାତ ତାଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର ହୋଇଥିଲା ।

   Related Posts