Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟେଷ୍ଟ ପରେ ଓ୍ବାନ୍‌ ଡେ’ ସିରିଜ୍‌ କବ୍‌ଜା କଲା ଦକ୍ଷିଣ ଆଫ୍ରିକା, ଦ୍ବିତୀୟ ଦିନିକିଆରେ ଟିମ୍‌ ଇଣ୍ଡିଆ ୭ ଓ୍ବିକେଟରେ ଧରାଶୟୀ, ଭାରତ ୨୮୭/୬(୫୦ ଓଭର), ଦକ୍ଷିଣ ଆଫ୍ରିକା ୨୮୮/୩ (୪୮.୧ଓଭର)
  • ||
  • ରାଜ୍ୟରେ ଶୁକ୍ରବାର ସୁସ୍ଥହେଲେ ୧୦,୩୯୦ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୬୧୦ଜଣ ଡିସଚାର୍ଜ
  • ||
  • ହରଭଜନ ସିଂହ କରୋନା ଆକ୍ରାନ୍ତ, ନିଜକୁ କଲେ ଆଇସୋଲେଟ୍‌
  • ||
  • ଚୋରା ବାଲି କାରବାରରୁ ହତ୍ୟା, ଶ୍ରମିକଙ୍କ ଉପରେ ଚଢାଇଦେଲେ ଟ୍ରାକ୍ଟର !
  • ||
  • ରାଜ୍ୟରେ ୧୦ ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୯୮୩୩ କୋଭିଡ୍ ପଜିଟିଭ୍, ୧୧୮୭୨୯୫ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଶିବାଡ ଘାଟିରେ ଓଲଟିଲା ଇସପାତ୍, ୮ ଗୁରୁତର
  • ||
  • ଶୁକ୍ରବାରଠୁ ଲିଭିବ ଅମର ଯବାନ ଜ୍ୟୋତି : ୫୦ ବର୍ଷ ତଳେ ଶୁଭାରମ୍ଭ କରିଥିଲେ ଇନ୍ଦିରା ଗାନ୍ଧୀ
  • ||
  • ଟି୨୦ ବିଶ୍ୱକପ୍ : ଖେଳସୂଚୀ ଜାରି କଲା ଆଇସିସି, ଏହି ତାରିଖରେ ଭାରତ-ପାକିସ୍ତାନ ମହା ମୁକାବିଲା
  • ||
  • ଦ୍ୱିତୀୟ ଦିନିକିଆରେ କମ୍ ବ୍ୟାକ୍ କରିବ ଟିମ୍ ଇଣ୍ଡିଆ ! ଦକ୍ଷିଣ ଆଫ୍ରିକା ବିପକ୍ଷରେ ସିରିଜ୍ ବରାବର ଲକ୍ଷ୍ୟ
  • ||

ବିଜେପି ଛାଡି ପାରନ୍ତି ବିଜୟ ମହାପାତ୍ର, ଦିଲୀପ ରାୟ

26/11/2018 at 12:39 PM

ଭୁବନେଶ୍ୱର ୨୬/୧୧ : ବିଜୟ ମହାପାତ୍ର ଏବଂ ଦିଲୀପ ରାୟ ବିଜେପି ଛାଡିବା ନେଇ ହେଉଛି ଚର୍ଚ୍ଚା | ଏଭଳି କିଛି ଇସାରା ଦେଇଛନ୍ତି ବିଜୟ ମହାପାତ୍ର | ତେବେ ଏନେଇ ଦୁଇଜଣ ବସି ଆଲୋଚନା କରିବେ ବୋଲି କହିଛନ୍ତି ବିଜୟ | ଚଳିତ ମାସ ଶେଷ ସୁଦ୍ଧା ଚରମ ନିଷ୍ପତି ନେଇପାରନ୍ତି ରାଉରକେଲାର ବିଜେପି ବିଧାୟକ ଦିଲ୍ଲୀପ ରାୟ | ରାଉରକେଲାବାସୀଙ୍କ ସ୍ୱାର୍ଥ ପାଇଁ ଦିଲୀପ ଦଳ ସହ ସନ୍ତୁଷ୍ଟ ନଥିବା ଇସାରା କରିଛନ୍ତି | ସେଥିପାଇଁ ସେ ଖୁବ ଶୀଘ୍ର ବିଧାୟକ ପଦରୁ ଇସ୍ତଫା ଦେବେ ବୋଲି ଶୁଣିବାକୁ ମିଳୁଛି |

   Related Posts