Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୪ ରନ୍‌ରେ ଜିତିଲା ପଞ୍ଜାବ
  • ||
  • ରାଜସ୍ଥାନ ରୟାଲ୍ସକୁ ୨୨୨ ରନର ବିଶାଳ ବିଜୟ ଲକ୍ଷ୍ୟ ଦେଲା ପଞ୍ଜାବ କିଙ୍ଗସ୍‌ : କେ.ଏଲ. ରାହୁଲ, ଦୀପକ ହୁଡାଙ୍କ ବିସ୍ଫୋରକ ଅର୍ଦ୍ଧଶତକ
  • ||
  • ମୋଦୀଙ୍କୁ ସୋନିଆଙ୍କ ପତ୍ର: ବୟସ ପରିବର୍ତ୍ତେ ଆବଶ୍ୟକତା ଅନୁସାରେ କରୋନା ଟିକା ଦିଆଯାଉ
  • ||
  • ବାଗ୍‌ଚି ଦମ୍ପତ୍ତିଙ୍କୁ ପ୍ରଶଂସା କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଭୁବନେଶ୍ବରରେ କ୍ୟାନସର ହସ୍ପିଟାଲ ଏବଂ କେୟାର ସେଣ୍ଟର ପାଇଁ ସୁବ୍ରତୋ-ସୁସ୍ମିତା ଦେବେ ୪୩୦ କୋଟି ଟଙ୍କା
  • ||
  • ହସ୍ପିଟାଲରୁ ଡିସ୍‌ଚାର୍ଜ ହେଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ମାର୍ଚ୍ଚ ୩୦ରେ ହୋଇଥିଲା ବାଇପାସ୍‌ ସର୍ଜରୀ
  • ||
  • ପାଟଣା : ଭାରସାମ୍ୟ ହରାଇ ବ୍ରିଜ୍ ଉପରୁ ୨୦ଫୁଟ ତଳକୁ ଖସିଲା ବାଇକ୍, ୨ ଗୁରୁତର
  • ||
  • ନୀଳଗିିରି : ବିଦ୍ୟୁତ ବିଲ୍ ବୃଦ୍ଧି ପ୍ରତିବାଦରେ ସିପିଆଇର ରାସ୍ତାରୋକ
  • ||
  • ଢେଙ୍କାନାଳ : ମାଛ ଧରିବାକୁ ଯାଇ ନଦୀରେ ବୁଡିଗଲେ ମାଛ ଧରାଳି, ଚାଲିଗଲା ଜୀବନ
  • ||
  • ଭୁବନେଶ୍ବର : ଖରା ପାଇଁ ପାନୀୟ ଜଳ ବିଭାଗର ଛୁଟି ବାତିଲ
  • ||
  • ୨ ବିଶ୍ୱବିଦ୍ୟାଳୟରେ ନୂଆ କୁଳପତି, ରାଜଭବନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ
  • ||

ବିଜେପୁର ଉପ ନିର୍ବାଚନ : ସକାଳ ୯ଟା ସୁଦ୍ଧା ୧୧ ପ୍ରତିଶତ ମତଦାନ

21/10/2019 at 9:25 AM

ବିଜେପୁର ୨୧।୧୦: ବିଜେପୁରରେ ଆରମ୍ଭ ହୋଇଯାଇଛି ଉପ ନିର୍ବାଚନ । ସକାଳ ୭ଟାରୁ ଆରମ୍ଭ ହୋଇଛି ମତଦାନ ପ୍ରକ୍ରିୟା । ଅପରାହ୍ନ ୫ଟା ଯାଏ ଚାଲିବ ମତଦାନ । ୨ଲକ୍ଷରୁ ଅଧିକ ଭୋଟର ନିର୍ଦ୍ଧାରଣ କରୁଛନ୍ତି ପ୍ରାର୍ଥୀଙ୍କ ଭାଗ୍ୟ । ୨୮୫ଟି ବୁଥରେ ୫ ପ୍ରାର୍ଥୀଙ୍କ ହେଉଛି ଭାଗ୍ୟ ନିର୍ଦ୍ଧାରଣ ।

ସକାଳ ୯ଟା ସୁଦ୍ଧା ୧୧ ପ୍ରତିଶତ ମତଦାନ ହୋଇଛି । ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି ।

ନିର୍ବାଚନ ନେଇ ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି । ପୋଲିସ ଛାଉଣୀରେ ପରିଣତ ହୋଇଛି ପୁରା ବିଜେପୁର । ନିର୍ବାଚନକୁ ଅବାଧ, ନିରପେକ୍ଷ ଓ ଶାନ୍ତି ଶୃଙ୍ଖଳାର ସହ କରିବା ଲାଗି ବରଗଡ ଏସପିଙ୍କ ତତ୍ତ୍ବାବଧାନରେ ୩୩ ପ୍ଲାଟୁନ ଫୋର୍ସ, ୩ କମ୍ପାନୀ ସିଆରପିଏଫ, ଜଣେ ଅତିରିକ୍ତ ଏସପି, ୭ ଜଣ ଡିଏସପି, ୭୫ ସବଇନ୍ସପେକ୍ଟର, ୧୧୩ ଏଏସଆଇଙ୍କୁ ନିଯୁକ୍ତ କରାଯାଇଛି ।

   Related Posts