Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିସିସିଆଇର ଘୋଷଣା-ଫେବୃଆରୀ ୧୮ରେ ଚେନ୍ନାଇରେ ହେବ ଆଇପିଏଲ ୨୦୨୧ ପାଇଁ ଖେଳାଳିଙ୍କ ନିଲାମୀ
  • ||
  • ଭୁବନେଶ୍ବର : ‘ପରୀକ୍ଷା ଦର୍ପଣ’ ପୁସ୍ତକ ଉନ୍ମୋଚିତ, ମାଟ୍ରିକ୍ ପରୀକ୍ଷାର୍ଥୀ ହେବେ ଉପକୃତ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୮ କୋଭିଡ୍ ପଜିଟିଭ୍‌, ୩୩୪୬୬୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଜି.ଉଦୟଗିରି : ବାଇକ୍-ଅଟୋ ମୁହାଁମୁହିଁ ଧକ୍କା : ଜଣେ ମୃତ, ତିନି ଗୁରୁତର
  • ||
  • ଭୁବନେଶ୍ବର : ଭିଜିଲାନ୍ସ ଜାଲରେ ଭୁବନେଶ୍ବର ବ୍ଲକ୍ କନିଷ୍ଠ ଯନ୍ତ୍ରୀ ଶୁଭେନ୍ଦୁ କୁମାର ପ୍ରଧାନ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ଦିଲ୍ଲୀ ପୋଲିସର ଆକ୍ସନ : ଟ୍ରାକ୍ଟର ରାଲି ବେଳେ ହିଂସା ପରେ ୨୨ଟି ମାମଲା ରୁଜୁ
  • ||
  • ଭୁବନେଶ୍ବର : ଅଟୋକୁ ଧକ୍କା ଦେଲା କାର୍, ୪ ଗୁରୁତର
  • ||
  • ଘଟଗାଁ : ରାତିରେ ଘରକୁ ଫେରିବା ବେଳେ ଭାଲୁ ଆକ୍ରମଣ, ଜଣେ ଗୁରୁତର
  • ||
  • ଆଜିଠୁ ଶ୍ରୀମନ୍ଦିର ସେବାୟତଙ୍କ ପୁଣି କୋଭିଡ୍ ଟେଷ୍ଟ, ପ୍ରତିଦିନ ୫୦ ସେବାୟତଙ୍କ ହେବ ଆର୍‌ଟିପିସିଆର୍
  • ||
  • ଆଜିଠୁ ପୁଣି ଟିକାକରଣ, ଭାକ୍‌ସିନ୍‌ ନେବେ ବଳକା ୧ ଲକ୍ଷ ୭୩ ହଜାର ୬୩୬ ସ୍ବାସ୍ଥ୍ଯକର୍ମୀ
  • ||

ଆଜି ବସୁଛି ବିଜୁ ଯୁବ ଜନତା ଦଳର ପ୍ରଥମ କାର୍ଯ୍ୟକାରିଣୀ ବୈଠକ, ଯୋଗଦେବେ ୨୮୦ କାର୍ଯ୍ୟକର୍ତ୍ତା

18/12/2020 at 7:51 AM

ଭୁବନେଶ୍ବର ୧୮।୧୨: ଯୁବ ବିଜୁ ଜନତା ଦଳର ପ୍ରଥମ କାର୍ଯ୍ୟକାରିଣୀ ବୈଠକ ବସୁଛି । ଶୁକ୍ରବାର ସକାଳ ୧୦ଟା ୧୫ରେ ବିଜୁ ଜନତା ଦଳ କାର୍ଯ୍ୟାଳୟରେ ଏହି ବୈଠକ ଅନୁଷ୍ଠିତ ହେବ । ଏଥିରେ ୨୮୦ଜଣ କାର୍ଯ୍ୟକର୍ତ୍ତା ଯୋଗଦେବେ ।

ମୁଖ୍ୟମନ୍ତ୍ରୀ ଭର୍ଚ୍ଚୁଆଲ ମାଧ୍ୟମରେ ନବୀନ ନିବସରୁ ବୈଠକରେ ସାମିଲ ହେବେ । ଏହି ବୈଠକରେ ଦୁଇ-ତିନୋଟି ପ୍ରସ୍ତାବ ଆଗତ ହେବ । ସାଙ୍ଗଠନିକ ଚିଠା ପ୍ରସ୍ତାବ, ରାଜନୈତିକ ଚିଠା ପ୍ରସ୍ତାବ ଓ ଧନ୍ୟବାଦ ପ୍ରସ୍ତାବ ଉପରେ ଆଲୋଚନା ହେବ ।

ସଂଗଠନକୁ ତୃଣମୂଳ ସ୍ତରରୁ କେମିତି ମଜବୁତ କରିହେବ ସେ ନେଇ ବିଚାର ବିମର୍ଷ କରାଯିବ । ମୁଣ୍ଡ ଉପରେ ମୁନିସିପାଲଟି ଏବଂ ପଞ୍ଚାୟତ ନିର୍ବାଚନ ଥିବାରୁ ୱାର୍ଡ ସ୍ତରରୁ କିଭଳି ସଂଗଠନ ମଜବୁତ ହେବ ଏବଂ ନୂଆ ସଦସ୍ୟ ହେବେ ସେ ନେଇ ରଣନୀତି ପ୍ରସ୍ତୁତ କରାଯିବ। ଚଳିତ ବର୍ଷ ୨୫ ଲକ୍ଷ ନୂଆ ଯୁବ ସଦସ୍ୟ କରିବାକୁ ଲକ୍ଷ୍ୟ ରଖାଯାଇଛି।

   Related Posts