Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନିର୍ବାଚନ ପ୍ରଚାର ବେଳେ ଉତ୍ତେଜନା : କୋଭିଡ୍ କଟକଣା ଭାଙ୍ଗି କରୁଥିଲେ ସଭା, ୨ ଗୋଷ୍ଠୀ ମୁହାଁମୁହିଁ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୩୨କୁ ବୃଦ୍ଧି
  • ||
  • ରାଜ୍ୟରେ ଖସିଲା ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୮୯୧ କୋଭିଡ୍ ପଜିଟିଭ୍, ୧୨୧୭୮୪୨ରେ ପହଞ୍ଚିଲା ସଂଖ୍ୟା
  • ||
  • ମଙ୍ଗଳବାରଠୁ ଓଡିଶା ଓପନ୍ ବ୍ୟାଡମିଣ୍ଟନ୍, ଭାଗନେବେ ୧୭ ଦେଶର ୩୫୦ ପ୍ରତିଯୋଗୀ
  • ||
  • ସମାଧାନ ପାଇଁ ଯାଇଥିଲେ ମହିଳା ଏସଆଇ, ୨ ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ
  • ||
  • ଇନ୍ଦୋରରେ ଓମିକ୍ରନ୍ ଭାରିଆଣ୍ଟର ନୂଆ ଷ୍ଟ୍ରେନ୍, ୬ ଶିଶୁଙ୍କ ସମେତ ୧୨ ରୋଗୀ ସଂକ୍ରମିତ
  • ||
  • କରଞ୍ଜିଆ ରେଞ୍ଜରେ ଗୋଠଛଡା ଦନ୍ତା ଆତଙ୍କ : ଭାଙ୍ଗିଲା ଘର, ନଷ୍ଟ କଲା ଫସଲ
  • ||
  • ମଙ୍ଗଳବାର ପ୍ରକାଶ ପାଇବ ଚୂଡାନ୍ତ ପ୍ରାର୍ଥୀ ତାଲିକା, ମିଳିବ ନିର୍ବାଚନୀ ଚିହ୍ନ
  • ||

ବିକଳାନନ୍ଦ କର ମେମୋରିଆଲ ଟ୍ରଷ୍ଟ ତରଫରୁ ସହାୟତା, ପ୍ରଧାନମନ୍ତ୍ରୀ କେୟାର୍ସ ପାଣ୍ଠିକୁ ୧ ଲକ୍ଷ ଟଙ୍କା ପ୍ରଦାନ

27/04/2020 at 3:04 PM

ସାଲେପୁର ୨୭।୦୪: କଟକ ଜିଲ୍ଲା ସାଲେପୁର ବ୍ଲକ ଅନ୍ତର୍ଗତ ବିକଳାନନ୍ଦ କର ମେମୋରିଆଲ ଟ୍ରଷ୍ଟ ତରଫରୁ କରୋନା ର ମୁକାବିଲା ନିମନ୍ତେ ପ୍ରଧାନମନ୍ତ୍ରୀ କେୟାର୍ସ ପାଣ୍ଠିକୁ ୧ ଲକ୍ଷ ଟଙ୍କାର ଏକ ଡ୍ରାଫ୍ଟ ପ୍ରଦାନ କରାଯାଇଅଛି। ଏହି ଡ୍ରାଫ୍ଟ କୁ ରାଜ୍‌ଭବନରେ ମହାମହିମ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଙ୍କୁ ଟ୍ରଷ୍ଟର ପ୍ରତିଷ୍ଠାତା ପ୍ରଶାନ୍ତ କୁମାର କର ପ୍ରଦାନ କରିଥିଲେ। ଏହା ସହ ମହାମାରୀ କରୋନା ଅବସରରେ ଟ୍ରଷ୍ଟ ର ବିଭିନ୍ନ ଜନହିତକର କାର୍ଯ୍ୟକ୍ରମ କୁ ମହାମହିମ ରାଜ୍ୟପାଳ ଉଚ୍ଚ ପ୍ରଶଂସା କରିବା ସହ ଟ୍ରଷ୍ଟ ର ପ୍ରତିଷ୍ଠାତାଙ୍କୁ ସାଧୁବାଦ ଜଣାଇଥିଲେ।

ସୂଚନା ଥାଉ କି କିଛି ମାସ ପୂର୍ବରୁ ୨ଥର ମହଙ୍ଗା ଓ କେନ୍ଦ୍ରାପଡା ର କିଛି ସାମାଜିକ କାର୍ଯ୍ୟକ୍ରମ ରେ ଯୋଗଦେବା ଅବସରରେ ମହାମହିମ ରାଜ୍ୟପାଳ ସ୍ବର୍ଗତ ବିକଳାନନ୍ଦ କର ଙ୍କ ଦ୍ଵାରା ପ୍ରତିଷ୍ଠିତ ସାଲେପୁର ରସଗୋଲା ପ୍ରତିଷ୍ଠାନରେ କିଛି ସମୟ ରହି ଆଥିତିୟତା ଗ୍ରହଣ କରିଥିଲେ।

   Related Posts