Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୂର୍ବତନ ବିଧାୟକ ଅରୁଣ ଦେ’ ଙ୍କ ପରଲୋକ, କରୋନାରେ ଆକ୍ରାନ୍ତ ପରେ ଚାଲିଥିଲା ଚିକିତ୍ସା
  • ||
  • ସାଗର ହତ୍ୟାକାଣ୍ଡରେ ଦିଲ୍ଲୀ କ୍ରାଇମ ବ୍ରାଞ୍ଚର ୧୭୦ ପୃଷ୍ଠାର ଚାର୍ଜସିଟ୍ ଦାଖଲ, ସୁଶୀଲ କୁମାର ମୁଖ୍ୟ ଅଭିଯୁକ୍ତ
  • ||
  • ଅନୁଗୋଳ : କାଲି ଜଣଙ୍କର, ଆଜି ଆଉ ଜଣଙ୍କର ମିଳିଲା ମୃତଦେହ : ଏବେବି ଜଣେ ନିଖୋଜ
  • ||
  • ଭୁବନେଶ୍ବର : ଓଡିଶାରେ କମ୍ ରହିଛି ଆର୍ ଭାଲ୍ୟୁ, ୧ ଉପରେ ରହିଲେ ବଢିବ ସଂକ୍ରମଣ : ଡିଏମଇଟି
  • ||
  • ସୋର : ଭୋଜି କରିବାକୁ ଯାଇ ଫେରିଲେନି ଯୁବକ, ମେଡିକାଲରେ ମୃତ୍ୟୁ : ହତ୍ୟା ଅଭିଯୋଗ ଆଣିଲେ ପରିବାର
  • ||
  • ଯାଜପୁର : ଆସନ୍ତା ୪ରୁ ଖୋଲିବ ଅଧିଷ୍ଠାତ୍ରୀ ଦେବୀ ମା’ ବିରଜାଙ୍କ ମନ୍ଦିର, ଅନୁମତି ଦେଲେ ଜିଲ୍ଲାପାଳ
  • ||
  • ଖଲ୍ଲିକୋଟ : ଖୋଲିଲା ତମ୍ପରା ହ୍ରଦ, ବୋଟିଂର ମଜା ନେଉଛନ୍ତି ପର୍ଯ୍ୟଟକ
  • ||
  • ଚାନ୍ଦବାଲି : ବିଦ୍ୟାଳୟ ବରଣ୍ଡାରେ ପଡିଛି ଅଚିହ୍ନା ବୃଦ୍ଧଙ୍କ ମୃତଦେହ, ତଦନ୍ତ ଆରମ୍ଭ କଲା ପୋଲିସ
  • ||
  • ରାଉରକେଲା : ଆସନ୍ତା ୭ରେ ୧୨ ଘଣ୍ଟିଆ ସୁନ୍ଦରଗଡ ବନ୍ଦ, ଦ୍ବିତୀୟ ଏମ୍ସ ପ୍ରତିଷ୍ଠା ଦାବିରେ ବନ୍ଦ ଡାକରା
  • ||
  • ଚାନ୍ଦବାଲି : ବାବା ଆଖଣ୍ଡଳମଣିଙ୍କ ମନ୍ଦିରରେ କାଉଡିଆଙ୍କ ଭିଡକୁ ଦୃଷ୍ଟିରେ ରଖି କଟକଣା ଜାରି, ଭକ୍ତଶୂନ୍ୟ ମନ୍ଦିର ପରିସର
  • ||

ଭାରସାମ୍ୟ ହରାଇ ବାଇକ୍ ଦୁର୍ଘଟଣାଗ୍ରସ୍ତ, ଜଣେ ମୃତ

14/09/2020 at 3:18 PM

ବୌଦ୍ଧ, ୧୪|୦୯ :  ବୌଦ୍ଧ ଜିଲ୍ଲା ଦେଇ ଯାଇଥିବା ୫୭ ନମ୍ବର  ଜାତୀୟ ରାଜପଥ ଚାରିଛକ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଏଥିରେ ଜଣେ ବାଇକ ଆରୋହୀ ମୃତ୍ୟୁବରଣ କରିଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି ।

ମିଳିଥିବା ସୂଚନା ଅନୁଯାୟୀ, କଟକ ଜିଲ୍ଲା ନରସିଂହପୁର ନିକଟ ସାନ ଗାଆଁ ଗ୍ରାମର ଦୁଇଜଣ ବ୍ୟକ୍ତି ଗୋଟିଏ ବାଇକ ଯୋଗେ ବୌଦ୍ଧକୁ ଆସୁଥିଲେ ।  ଜାତୀୟ ରାଜପଥ ନମ୍ବର ୫୭ର ଚାରିଛକ ନିକଟରେ ଭାରସାମ୍ୟ ହରାଇ ବାଇକଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲେ । ସ୍ଥାନୀୟ ଲୋକେ ଉଭୟଙ୍କୁ ଉଦ୍ଧାର କରି ପୁରୁଣାକଟକ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ ।

ଡାକ୍ତରଖାନାରେ  ଅଶ୍ୱିନୀ ପ୍ରସନ୍ନ ପ୍ରଧାନ (୨୭ ବର୍ଷ )ଙ୍କୁ  ଡାକ୍ତର ମୃତ ଘୋଷଣା କରିଥିବା ବେଳେ ସତ୍ୟ ନାରାୟଣ ପ୍ରଧାନ (୨୫ ବର୍ଷ ) ଗୁରୁତର ଅଛନ୍ତି । ତାଙ୍କୁ ବୌଦ୍ଧ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

   Related Posts