Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଯୁବ ମୋର୍ଚ୍ଚା ନେତାଙ୍କୁ ମାଡ଼ ଘଟଣାରେ ପ୍ରତିବାଦ, ମୁଖ୍ୟମନ୍ତ୍ରୀଙ୍କ କୁଶ ପୁତ୍ତଳିକା ଦାହ କଲା ବିଜେପି
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାରରେ ଧବଳେଶ୍ଵର ପୀଠରେ ୧୪୪ ଧାରା ଜାରି
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା : ବଦଳିଲେ ତମାଣ୍ଡୋ ଥାନା IIC, ଚନ୍ଦକା ଥାନାର ସବ୍ ଇନ୍ସପେକ୍ଟର ତୁଲାଇବେ ଦାୟିତ୍ବ
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା, କନେଷ୍ଟବଳ ପ୍ରସନ୍ନ ବେହେରା ନିଲମ୍ବିତ
  • ||
  • ଜଗତସିଂହପୁର : ଦେବୀ ନଦୀରେ ବୁଡି ୫ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅନ୍ୟ ୩ଜଣ ଉଦ୍ଧାର
  • ||
  • ବ୍ରହ୍ମପୁର : ବ୍ରହ୍ମପୁରରେ ସ୍ବର୍ଣ୍ଣିମ ବିଜୟ ବର୍ଷ ପାଳିତ, ପୋଲିସ ରିଜର୍ଭ ଗ୍ରାଉଣ୍ଡରେ ପହଞ୍ଚିଲା ମଶାଲ
  • ||
  • ଭୁବନେଶ୍ବର : ତେଲ ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ, ଅଢେଇ କ୍ବିଣ୍ଟାଲ ଗଞ୍ଜେଇ ସହ ୨ ଜଣଙ୍କୁ ଗିରଫ କଲା ଏନ୍‌ସିବି
  • ||
  • ବାଲିପାଟଣା : ବୃଦ୍ଧଙ୍କୁ ଚାପିଦେଲା ହାଇଓ୍ବା, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ସୁନ୍ଦରଗଡ : ଗଛରୁ ଉଦ୍ଧାର ହେଲା ଯୁବକଙ୍କ ଝୁଲନ୍ତା ମୃତଦେହ, ଆତ୍ମହତ୍ୟା ସନ୍ଦେହ
  • ||
  • ବାରିପଦା : ମୟୁରଭଞ୍ଜରେ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ
  • ||

ଦୁଇଟି ବାଇକ୍ ମୁହାଁମୁହିଁ ଧକ୍କା: ଜଣେ ମୃତ, ୨ ଗୁରୁତର

31/01/2021 at 9:38 PM

କୋକସରା୩୧/୧: କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ବଙ୍ଗୋମୁଣ୍ଡାରୁ ଟେମରା ରାସ୍ତାର ବୁଲାଣି ନିକଟରେ ରବିବାର ମଧ୍ୟାହ୍ନରେ ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା। ଏହି ଦୁର୍ଘଟଣାରେ ୪ ଜଣ ଯୁବକ ଗୁରୁତର। ସ୍ଥାନୀୟ ଲୋକେ ୧୦୮ ଆମ୍ବୁଲାନ୍ସ ଯୋଗେ ଗୁରୁତରଙ୍କୁ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ଯୁବକଙ୍କ ମଧ୍ୟରୁ କୋକସରା ବ୍ଲକ ମଙ୍ଗଳପୁର ଗ୍ରାମର ଗୌତମ ପୂଜାରୀଙ୍କ ମୃତ୍ୟୁ ହୋଇଛି। ଅନ୍ୟ ଦୁଇ ଜଣ ଯୁବକଙ୍କ ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ଥିବାରୁ ସେମାନଙ୍କୁ ଜିଲ୍ଲା ମୁଖ୍ୟାଳୟ ଭବାନୀପାଟଣା ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। ଦୁଇ ଯୁବକ ହେଲେ କରଲାଗୁଡା ଗ୍ରାମର ପିଣ୍ଟୁ ଚଳାନ ଓ ଆମପାଣି ଗ୍ରାମାର ଖୁସିରାମ ପୁଝାରି। ଅନ୍ୟ ଜଣେ ଆହତ ନାବାଳକ ଚନ୍ଦନ ଧରୁଆ, ତାଙ୍କ ବୟସ ୧୩ ବର୍ଷ।

   Related Posts