Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୦ ମହଲା କୋଠାରେ ଭୀଷଣ ଅଗ୍ନିକାଣ୍ଡ, ୧୫ ଆହତ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ଲକ୍ଷ ୩୭ ହଜାରରୁ ଅଧିକ କରୋନା ପଜିଟିଭ୍, ୪୮୮ ମୃତ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୧୪କୁ ବୃଦ୍ଧି
  • ||
  • ରାଜ୍ୟରେ ୯ ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୮୪୫ କୋଭିଡ୍ ପଜିଟିଭ୍, ୧୧୯୬୧୪୦ରେ ପହଞ୍ଚିଲା ସଂଖ୍ୟା
  • ||
  • ଭୁବନେଶ୍ବର : ଓଭରବ୍ରିଜ୍‌ରୁ ୩୦ଫୁଟ ତଳକୁ ଖସିଲା କାର୍, ଦୁର୍ଘଟଣାରେ ଗାଡି ଭାଙ୍ଗିରୁଜି ଚୁରମାର୍
  • ||
  • ଶନିବାର ଏହି ସବୁ ଜିଲ୍ଲାରେ ବର୍ଷା : ବଢିବ ତାପମାତ୍ରା, କମିବ ଶୀତ
  • ||
  • ଭୟଙ୍କର ଦୁର୍ଘଟଣା : ମହାନଦୀ ପୋଲରେ ବୋଲେରୋକୁ ପିଟିଲା ଟ୍ରକ୍, ୫ ମୃତ
  • ||

ସ୍ରାମ୍ବୁକିଆ ଘାଟିରେ ଗଛରେ ପିଟି ହେଲା ବାଇକ୍‌, ଯୁବକ ଗୁରୁତର

1/12/2021 at 8:19 PM

ଦାରିଙ୍ଗବାଡି, ୦୧/୧୨: ବାଲିଗୁଡାରେ ଏକ ଅଭାବନୀୟ ଦୁର୍ଘଟଣା ଘଟିଛି । ବାଲିଗୁଡ଼ାରୁ ଫେରୁଥିବା ସମୟରେ ଭାରସାମ୍ୟ ହରାଇ ସ୍ରାମ୍ବୁକିଆ ଘାଟିରେ ଏକ ବାଇକ୍‌ ଗଛରେ ପିଟି ହୋଇଯାଇଛି । ଏହି ଦୁର୍ଘଟଣାରେ ବାଇକ୍‌ ଚାଳକ ଗୁରୁତର ହୋଇଛନ୍ତି । ଚାଳକ ଜଣକ ବୁଡ଼ାଗୁଡା ପଞ୍ଚାୟତର ଡେଡ଼ି ମାହମାହା ଗ୍ରାମର ଅଜୟ ପ୍ରଧାନ ବୋଲି ଜଣାପଡ଼ିଛି ।

   Related Posts