Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅଟୋକୁ ଧକ୍କା ଦେଲା କାର୍, ଜଣେ ମୃତ, ୪ ଗୁରୁତର
  • ||
  • ବାଇକ୍ ସହ ଧକ୍କା ହୋଇ ରାସ୍ତା କଡକୁ ଖସିଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ସେନେଗଲ୍‌ ଉପକୂଳ ସମୁଦ୍ରରେ ବୁଡ଼ିଗଲା ଶରଣାର୍ଥୀଙ୍କ ଡଙ୍ଗା: ୧୪୦ ଜଣଙ୍କ ମୃତ୍ୟୁ, ବଞ୍ଚିଗଲେ ୬୦
  • ||
  • ରାଜଧାନୀରୁ ଆଉ ୮୭ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୨୩୭
  • ||
  • ପୂର୍ବ ଗୋଦାବରୀରେ ଭାରସାମ୍ୟ ହରାଇ ଓଲଟିଲା ଭ୍ୟାନ୍, ୬ ଜଣଙ୍କ ମୃତ୍ୟୁ
  • ||
  • ବୌଦ୍ଧ : ରାସ୍ତା ଉପରେ ପଡିଛି ଯୁବକଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ୩୧ରେ ଆଉ ଏକ ଲଘୁଚାପ ! ଉତ୍ତର ଓ ଉପକୂଳ ଓଡିଶାରେ ବର୍ଷା ସମ୍ଭାବନା
  • ||
  • ରାଉରକେଲା : ସ୍କର୍ପିଓ ଜାଳିଦେଲେ ଦୁର୍ବୃତ୍ତ, ଗାଡିରେ ଥିବା ୩ ଜଣଙ୍କୁ ନିସ୍ତୁକ ମାଡ
  • ||
  • ପରାଜୟ ଧାରା ଭାଙ୍ଗିଲା ଚେନ୍ନାଇ, ୬ ଓ୍ୱିକେଟରେ ହାରିଲା କୋଲକାତା ନାଇଟ ରାଇଡର୍ସ
  • ||

ଅଜଣା ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ରାତିତମାମ ପଡିରହିଥିଲା ମୃତଦେହ

9/07/2020 at 11:19 AM

ବାଲିଗୁଡା ୦୯।୦୭: କନ୍ଧମାଳ ଜ଼ିଲ୍ଲା ତୁମୁଡିବନ୍ଧ ଥାନା ଅନ୍ତର୍ଗତ କୁର୍ତ୍ତମଗଡ଼ କଟାପାଡ଼ି ଗାଁରେ ଦୁର୍ଘଟଣା ଘଟିଛି । ଅଜଣା ଗାଡି ଧକ୍କାରେ ଜଣେ ବାଇକ ଆରୋହୀ ଘଟଣା ସ୍ଥଳରେ ମୃତ୍ୟୁ ଘଟିଥିବା ସୂଚନା ମିଳିଛି l ମୃତକ ହେଲେ ପରଂପଙ୍ଗା ଗାଁର  ପ୍ରମୋଦ ମଲିକ ବୋଲି ଜଣାପଡିଛି ।

ସୂଚନାଯୋଗ୍ୟ ଯେ, ବୁଧବାର ରାତିରେ ନିଜ ଗାଁରୁ ତୁମୁଡିବନ୍ଧ ଯାଉଥିବା ବେଳେ ଜାତୀୟ ରାଜପଥ ୫୯ କଟାପାଡ଼ି ଗାଁ ନିକଟରେ ଅଜଣା ଗାଡି ଧକ୍କା ଦେବା ଫଳରେ ମୃତ୍ୟୁ ହୋଇଥିଲା । ରାତି ତମାମ ଶବ ଘଟଣା ସ୍ଥଳରେ ପଡିରହିଥିବା ବେଳେ ଆଜି ସକାଳେ ତୁମୁଡିବନ୍ଧ ଥାନା ପୋଲିସ ପହଂଚି ଶବକୁ ଜବତ କରି ପଞ୍ଚନାମା ପାଇଁ ଡାକ୍ତରଖାନାକୁ ପଠାଇ ତଦନ୍ତ ଜାରି ରଖିଛି l

   Related Posts