Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||
  • ଆଫଗାନିସ୍ତାନ ପ୍ରସଙ୍ଗରେ ନଭେମ୍ୱରରେ ବସିବ ବୈଠକ : ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ ୩ ଦଳ ପ୍ରସ୍ତୁତ, ସଂରକ୍ଷଣ ତାଲିକା ପ୍ରକାଶ ପରେ ଗଦାଗଦା ଅଭିଯୋଗ
  • ||
  • ମନୀଷ ଅନୁରାଗ ମୃତ୍ୟୁ ମାମଲା : ରବିବାର ୩ ଅଭିଯୁକ୍ତଙ୍କ ରିମାଣ୍ଡ ଆବେଦନର ଶୁଣାଣି
  • ||

ବାଇକ୍‌କୁ ଧକ୍କା ଦେଲା ବସ୍‌, ଚାଲିଗଲା ଆରୋହୀଙ୍କ ଜୀବନ, ଅନ୍ୟଜଣେ ଗୁରୁତର

12/10/2021 at 9:04 PM

ସାନଖେମୁଣ୍ଡି, ୧୨।୧୦: ବ୍ରହ୍ମପୁର ଦିଗପହଣ୍ଡି ମୁଖ୍ୟ ରାସ୍ତାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଡେଙ୍ଗାଦର ନିକଟ ଇନ୍ଦିରା ଆବାସ ଛକରେ ବସ ଧକ୍କାରେ ଜଣେ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଗୁରୁତର ହୋଇଛନ୍ତି।

ସୂଚନା ଅନୁସାରେ, କନକ ଦୁର୍ଗା ନାମକ ବସଟି ଦିଗପହଣ୍ଡିରୁ ବ୍ରହ୍ମପୁର ଅଭିମୁଖେ ଯାଉଥିଲା। ଏହି ସମୟରେ ବାଇକ ଆରୋହୀ ବ୍ରହ୍ମପୁରରୁ ପୋଡାମାରି ଆସୁଥିଲେ । ଡେଙ୍ଗାଦର ରାସ୍ତା ନିକଟ ଇନ୍ଦିରା ଆବାସ ଛକରେ ବସଟି ବାଇକକୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଥିଲା।

ତେବେ ସଦର ଥାନା ପୋଲିସ ଓ ସାନଖେମୁଣ୍ଡି ବିଧାୟକ ରମେଶ ଚନ୍ଦ୍ର ଜେନା ଘଟଣା ସ୍ଥଳରେ ପହଞ୍ଚିଛନ୍ତି । ଦୁର୍ଘଟଣା ପରେ ବ୍ରହ୍ମପୁର ଦିଗପହଣ୍ଡି ମୁଖ୍ୟ ରାସ୍ତାରେ ଯାନବାହନ ଚଳାଚଳ ବନ୍ଦ ରହିଛି।

   Related Posts