Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୦ କୋଭିଡ୍ ପଜିଟିଭ୍, ୩୩୭୭୪୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ନୂଆପଡ଼ା : ହଳଦି ଗାଁରେ ପୁଣି ଥରେ ବାଘ ଆତଙ୍କ, ଭୟରେ ଗ୍ରାମବାସୀ
  • ||
  • ପାକିସ୍ତାନରେ ହିନ୍ଦୁ ପରିବାରର ୫ ସଦସ୍ୟଙ୍କୁ ହତ୍ୟା ! ସନ୍ଦେହଜନକ ଅବସ୍ଥାରେ ମିଳିଲା ମୃତଦେହ
  • ||
  • ମୋହନା : ଅନ୍ଧବିଶ୍ୱାସର ଭୟଙ୍କର ରୂପ, ସୁସ୍ଥ ରହିବା ପାଇଁ ଏବେବି ଶିଶୁଙ୍କୁ ଦିଆଯାଉଛି ଚେଙ୍କ
  • ||
  • ଭିସୁଟର ୪୦ ଛାତ୍ର କୋଭିଡ୍ ପଜିଟିଭ୍ ମାମଲା : କମ୍ପାନୀର ଦାବି-‘ଆଣ୍ଟିଜେନ୍ କିଟରେ ତ୍ରୁଟି ନଥିଲା’
  • ||
  • ସୋନପୁର : ପଡୋଶୀଙ୍କ ସହ କଥା କଟାକଟିରୁ ଫୁଟିଲା ଗୁଳି, ଜଣେ ମୃତ
  • ||
  • ଚଣ୍ଡିଖୋଲ : ଗୋଷ୍ଠୀ ସଂଘର୍ଷର ସମାଧାନ ପାଇଁ ଯାଇଥିବା ପୋଲିସକୁ ବାନ୍ଧିଲେ ଏବଂ ୨ଟି ଜିପ୍ ଜାଳିଦେଲେ ଉତ୍ତ୍ୟକ୍ତ ଲୋକେ
  • ||

ବାଇକ୍ ଉପରେ ଚଢ଼ିଗଲା ଡମ୍ଫର : ଜଣେ ମୃତ ଏବଂ ଜଣେ ଗୁରୁତର

10/12/2019 at 1:19 PM

ବାଲେଶ୍ବର ୧୦/୧୨: ୧୬ନଂ ଜାତୀୟ ରାଜପଥ ରାଣୀତାଲ ଛକରେ ବାଇକ ଉପରେ ଏକ ଡମ୍ଫର ଚଢିଯାଇଛି। ଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଛି।ଏଥିରେ ଜଣେ ଗୁରୁତର ହୋଇଛନ୍ତି। ଆହତ ବ୍ୟକ୍ତିଙ୍କୁ ଭଦ୍ରକ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।

ଆହତ ଏବଂ ମୃତକଙ୍କ ପରିଚୟ ମିଳିନାହିଁ। ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି  । ରାଜପଥରେ ଉଭୟ ପଟରେ ଯାନବାହାନ ଅଟକି ରହିଛି।

   Related Posts