Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମଙ୍ଗଳବାର କଥା ହେବେ ପୁଟିନ୍ ଓ ବାଇଡେନ୍, ୟୁକ୍ରେନ ହେବ ମୁଖ୍ୟ ପ୍ରସଙ୍ଗ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||
  • ଜଗତସିଂହପୁରରେ ଲଗାଣ ବର୍ଷା, ଧାନ ଫସଲ କ୍ଷତିଗ୍ରସ୍ତ
  • ||

ବ୍ରିଜ୍ ତଳକୁ ଖସି ପଡିଲା ବାଇକ, ଆରୋହୀ ମୃତ

4/11/2021 at 7:49 AM

ମୁନିଗୁଡା, ୦୪|୧୧: ରାୟଗଡା ଜିଲ୍ଲା ବିଷମକଟକ ଥାନା ଅଞ୍ଚଳରେ ଅଘଟଣ ।  ବାରିଗୁଡା ମଶାଣି ନାଳ ବ୍ରିଜରୁ ଖସି ଜଣେ ବାଇକ ଆରୋହୀ ମୃତ୍ୟୁବରଣ କରିଛନ୍ତି।

ସୂଚନାନୁସାରେ, ବ୍ୟକ୍ତିଜଣଙ୍କ ବିଳମ୍ବିତ ରାତିରେ ସରାବାଲିରୁ ବାରିଗୁଡା ଆସୁଥିଲେ । ତେବେ କୌଣସି କାରଣରୁ ତାଙ୍କ ବାଇକ ବାରିଗୁଡା ମଶାଣି ନାଳକୁ ଖସି ପଡିଥିଲା । ଏଥିରେ ତାଙ୍କର ମୃତ୍ୟୁ ହୋଇଛି । ମୃତ ବ୍ୟକ୍ତି ହେଲେ ସୀମାଞ୍ଚଳ ଟାକ୍ରି । ସକାଳୁ ଲୋକେ ବାଇକ ସହ ବ୍ୟକ୍ତି ଜଣଙ୍କ ପାଣିରେ ପଡିଥିବା ଦେଖି ପ୍ରଥମେ ଆମ୍ବୁଲାନ୍ସ ଓ ପୋଲିସକୁ ଖବର ଦେଇଥିଲେ । ପୋଲିସ ଘଟଣାସ୍ଥଳରେ ପହଁଚି ତଦନ୍ତ ଆରମ୍ଭ କରିଛି ।

   Related Posts