Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା : ବଦଳିଲେ ତମାଣ୍ଡୋ ଥାନା IIC, ଚନ୍ଦକା ଥାନାର ସବ୍ ଇନ୍ସପେକ୍ଟର ତୁଲାଇବେ ଦାୟିତ୍ବ
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା, କନେଷ୍ଟବଳ ପ୍ରସନ୍ନ ବେହେରା ନିଲମ୍ବିତ
  • ||
  • ଜଗତସିଂହପୁର : ଦେବୀ ନଦୀରେ ବୁଡି ୫ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅନ୍ୟ ୩ଜଣ ଉଦ୍ଧାର
  • ||
  • ବ୍ରହ୍ମପୁର : ବ୍ରହ୍ମପୁରରେ ସ୍ବର୍ଣ୍ଣିମ ବିଜୟ ବର୍ଷ ପାଳିତ, ପୋଲିସ ରିଜର୍ଭ ଗ୍ରାଉଣ୍ଡରେ ପହଞ୍ଚିଲା ମଶାଲ
  • ||
  • ଭୁବନେଶ୍ବର : ତେଲ ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ, ଅଢେଇ କ୍ବିଣ୍ଟାଲ ଗଞ୍ଜେଇ ସହ ୨ ଜଣଙ୍କୁ ଗିରଫ କଲା ଏନ୍‌ସିବି
  • ||
  • ବାଲିପାଟଣା : ବୃଦ୍ଧଙ୍କୁ ଚାପିଦେଲା ହାଇଓ୍ବା, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ସୁନ୍ଦରଗଡ : ଗଛରୁ ଉଦ୍ଧାର ହେଲା ଯୁବକଙ୍କ ଝୁଲନ୍ତା ମୃତଦେହ, ଆତ୍ମହତ୍ୟା ସନ୍ଦେହ
  • ||
  • ବାରିପଦା : ମୟୁରଭଞ୍ଜରେ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ
  • ||
  • ଭୁବନେଶ୍ବର : ବିନା ଛୁଞ୍ଚିରେ ଟିକା ନେବେ ଶିଶୁ, ଦୁଇଟି ଡୋଜ୍ ନେବା ପାଇଁ ପରାମର୍ଶ
  • ||
  • ଅନୁଗୋଳ : ପ୍ରାତଃ ଭ୍ରମଣରେ ଯାଇଥିବା ବେଳେ ପଡିଗଲେ ହାତୀ ହାବୁଡରେ, ଚାଲିଗଲା ଜୀବନ
  • ||

ଟ୍ରକ୍ ସହ ଧକ୍କା ହେବା ପରେ ଜଳିଗଲା ବାଇକ୍, ଦୁଇ ଗୁରୁତର

5/03/2020 at 10:38 AM

ଯାଜପୁର ୫।୩: ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇଛନ୍ତି । ୧୬ ନଂ ଜାତୀୟ ରାଜପଥ ଚଣ୍ଡିଖୋଲ ନିକଟ ନେଉଳପୁର ନିକଟରେ ଦୁର୍ଘଟଣା । ବାଇକ୍ ସହ ଟ୍ରକ୍ ମୁହାଁମୁହିଁ ଧକ୍କା ହେବା ଫଳରେ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇଛନ୍ତି । ଦୁର୍ଘଟଣା ପରେ ସମ୍ପୂର୍ଣ୍ଣ ଜଳିଗଲା ବାଇକ୍ । ଗୁରୁତରଙ୍କ ପରିଚୟ ମିଳିନଥିବା ବେଳେ ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।

   Related Posts