Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁଣି ନକଲି ଘିଅ କାରଖାନାରେ ରେଡ୍‌, ମାଲିକ ଫେରାର
  • ||
  • ବିଧାନସଭା ଆଗରେ ମାଆ ଓ ପୁଅଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ସ୍ପଷ୍ଟୀକରଣ ରଖିଲା ଜଗତସିଂହପୁର ପୋଲିସ
  • ||
  • ଲିଭର ପ୍ରତ୍ୟାରୋପଣ ପାଇଁ ସମ୍‌ ହସ୍ପିଟାଲ ଓ ଏସିଆନ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ ଗ୍ୟାଷ୍ଟ୍ରୋଏନଟେରୋଲୋଜି (ଏଆଇଜି ) ମଧ୍ୟରେ ବୁଝାମଣା ସ୍ଵାକ୍ଷରିତ
  • ||
  • ଆନ୍ଦୋଳନରତ କୃଷକଙ୍କୁ ଗୃହ ମନ୍ତ୍ରୀ ଶାହାଙ୍କ ସନ୍ଦେଶ, ସରକାର ଆପଣଙ୍କ ଦାବି ଓ ସମସ୍ୟା ଉପରେ ଆଲୋଚନା କରିବାକୁ ପ୍ରସ୍ତୁତ
  • ||
  • ଡିସେମ୍ବର ମାସ ପାଇଁ ଗାଇଡ୍‌ ଲାଇନ୍ ଜାରି କଲେ ରାଜ୍ୟ ସରକାର
  • ||
  • ଭାଇ ହେଲା ଭଗାରୀ: ଜମିବାଡି ଲୋଭରେ ନିଜ ରକ୍ତ ସଂପର୍କର ଭାଇ-ପୁତୁରାକୁ ଦେଲା ହାଣି
  • ||
  • ଅଭୟକାନ୍ତଙ୍କ ଲିଙ୍କ୍‌ର ଖୋଳତାଡ଼: ସମସ୍ତଙ୍କୁ ଯିବ ନୋଟିସ୍, କିଏ ବଫାଦାର- କିଏ ଗଡ଼ ଫାଦର?
  • ||
  • ପରୀ ହତ୍ୟା ମାମଲା: ଅରୁଣ ବୋଥ୍ରାଙ୍କ ନେତୃତ୍ବରେ ୫ ଜଣିଆ ଏସ୍‌ଆଇଟି ଟିମ୍‌ ଗଠିତ, ହାଇକୋର୍ଟଙ୍କୁ ଅବଗତ କଲେ ସରକାର
  • ||
  • ସୋର : ବେଙ୍ଗାଲୁରୁରୁ ଲୁଟ୍ ହୋଇଥିବା ୪ଲକ୍ଷ ଟଙ୍କା ମିଳିଲା ଚାଉଳ ଡବାରୁ
  • ||
  • ତେଲକୋଇ : ମଞ୍ଚାରେ ଶୋଇଥିବା ବେଳେ ଲାଗିଗଲା ନିଆଁ, ପୋଡି ହୋଇ ମହିଳା ଗୁରୁତର
  • ||

ଜଳିଗଲା ବାଇକ୍ : କାରଣ ଅସ୍ପଷ୍ଟ

4/11/2019 at 3:37 PM

ବ୍ରହ୍ମପୁର ୪/୧୧: ରାସ୍ତା ଉପରେ ବାଇକରେ ହଠାତ୍ ନିଆଁ ଲାଗିଗଲା। ଏଭଳି ଘଟଣା ଦେଖିବାକୁ ମିଳିଛି ବ୍ରହ୍ମପୁର ସହର ଚନ୍ଦ୍ରପ୍ରଭା ସାହିରେ। ଗତକାଲି ରାସ୍ତା ଉପରେ ବାଇକ୍ ଥିବା ବେଳେ ହଠାତ୍ ନିଆଁ ଲାଗି ଯାଇଥିଲା ।

ତେବେ ନିଆଁ କିପରି ଲାଗିଲା ତାହା ଜଣାପଡିନାହିଁ । ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।

   Related Posts