Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଷ୍ଟେଟ୍ ବ୍ୟାଙ୍କ ଉପରେ କୋଟିଏ ଟଙ୍କାର ଫାଇନ ଲଗାଇଲେ ରିଜର୍ଭ ବ୍ୟାଙ୍କ, ସବୁଠୁ ବଡ ବ୍ୟାଙ୍କ ବିରୋଧରେ ଋଣ ନିୟମ ଉଲ୍ଲଙ୍ଘନ ଅଭିଯୋଗ
  • ||
  • ଶ୍ରେୟସ ଆୟରଙ୍କ ଉପରେ ମୁମ୍ବାଇ ଇଣ୍ଡିଆନ୍ସର ନଜର, ରାହୁଲ ଓ ଧାଓ୍ୱନ ବି ବଦଳାଇବେ ଟିମ୍ !
  • ||
  • ରାଜ୍ୟରେ ଆଉ ୩ ଜଣ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୬କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୬୪ କରୋନା ସଂକ୍ରମିତ, ୧୦୪୮୪୯୨ରେ ପହଞ୍ଚିଲା ସଂଖ୍ୟା
  • ||
  • ଜରୁରୀକାଳିନ ପରିସ୍ଥିତି ଘୋଷଣା କଲେ ଗଭର୍ଣ୍ଣର : କରୋନା ସଂକ୍ରମଣ ବଢିବା ପରେ କଟକଣା କଡାକଡି
  • ||
  • ୧୮ କେଜିର ବଜ୍ରକାପ୍ତା ଉଦ୍ଧାର, ଡିଲ୍ ବେଳେ ଧରିଲା ବନ ବିଭାଗ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୪୬୫ ମୃତ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||

ବାଇକ୍ ସହ ଧକ୍କା ହୋଇ ରାସ୍ତା କଡକୁ ଖସିଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

30/10/2020 at 4:58 PM

ଚଣ୍ଡିଖୋଲ, ୩୦।୧୦:  ରାସ୍ତା ତଳକୁ ଖସିଲା ବସ । ଅଳ୍ପକେ ବର୍ତ୍ତିଲେ ଯାତ୍ରୀ।  ଏପରି ଏକ ଅଭାବନୀୟ ଘଟଣା ଘଟିଛି ଚଣ୍ଡିଖୋଲ ନିକଟ ଗାନ୍ଧୀଛକ ନିକଟରେ ।

ସୂଚନାନୁସାରେ, ଚଣ୍ଡିଖୋଲରୁ କେନ୍ଦ୍ରାପଡ଼ା ଅଭିମୁଖେ ଯାଉ ଥିବା ଗୌରୀ ଶଙ୍କର ବସଟି ରାସ୍ତାର ବିପରୀତ ଦିଗରେ ଯାଉ ଥିବା ବେଳେ ଏକ ବାଇକକୁ ଧକ୍କା ଦେଇଥିଲା । ଗାନ୍ଧୀଛକ ନିକଟରେ ବାଇକଟି ରାସ୍ତା ପାରି ହେଉଥିବା ସମୟରେ ବସ ସହ ଧକା ହୋଇଥିଲା । ଫଳରେ ବସଟି ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଖସି ପଡିଥିଲା । ବସରେ ଥିବା ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ବେଳେ ବାଇକ ଆରୋହୀ ଆହତ ଅବସ୍ଥାରେ ମେଡିକାଲରେ ଭର୍ତ୍ତି ହୋଇଛନ୍ତି ।

   Related Posts