Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୟାଗଡ : ଘର ବାଡିପଟୁ ମିଳିଲା ବୃଦ୍ଧଙ୍କ ମୃତଦେହ, ମୁଣ୍ଡ ଏବଂ ମୁହଁରେ ରହିଛି କ୍ଷତଚିହ୍ନ, ହତ୍ୟା ସନ୍ଦେହ
  • ||
  • ଯାଜପୁର : ଭୟାବହ ଅଗ୍ନିକାଣ୍ଡ, ୧୨ ବଖରା ଘର ସହ ଜଳିଗଲା ଲକ୍ଷାଧିକ ଟଙ୍କାର ସୁନା ଗହଣା
  • ||
  • ଢେଙ୍କାନାଳ : ବାଇକ୍‌କୁ ଧକ୍କା ଦେଲା କାର୍, ଆରୋହୀ ପିଟିହେଲେ ଟ୍ରକ୍‌ରେ, ଚାଲିଗଲା ଜୀବନ
  • ||
  • ନିଆଳି : ଭାରସାମ୍ୟ ହରାଇ ନାଳକୁ ଖସିପଡିଲା ଟ୍ରକ୍ : ଜଣେ ମୃତ, ଦୁଇ ଗୁରୁତର
  • ||
  • ମୁନିଗୁଡା : ଅପରେସନ୍ ଗ୍ରୀନ୍ କ୍ଲିନ୍, ୫ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ
  • ||
  • ଢେଙ୍କାନାଳ : ଚାଷୀଙ୍କୁ କଚାଡି ମାରିଲା ଦନ୍ତା, କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକଙ୍କ ରାସ୍ତା ଅବରୋଧ
  • ||
  • ହରିୟାଣାର ସ୍ୱାସ୍ଥ୍ୟ ମନ୍ତ୍ରୀ କୋରୋନା ପଜିଟିଭ୍‌ ଚିହ୍ନଟ, ‘କୋଭାକ୍ସିନ୍‌’ର ପରୀକ୍ଷାମୂଳକ ଟିକା ନେଇଥିଲେ ଅନିଲ ଭିଜ୍‌
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୬୫ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୪୦୯ କରୋନା ସଂକ୍ରମିତ, ୩୨୦୮୦୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଯାଜପୁର : ରାସ୍ତା ନିର୍ମାଣକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ, ୭ ଆହତ
  • ||

ବାଇକ୍‌ ଦୁର୍ଘଟଣାରେ ମହିଳା ମୃତ

17/05/2020 at 1:04 PM

ଅନୁଗୁଳ ୧୭।୦୫: ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ବ୍ଲକ କୁକୁରପେଟା ଠାରେ ବାଇକ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ହେଲେ ସେହି ଗାଁର ଗୋଲାପ ମାଝୀ(୬୫)। ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି ।

ସୂଚନାଯୋଗ୍ୟ ଯେ, ମହିଳାଜଣଙ୍କ ନିକଟସ୍ଥ କାଜୁ ବଗିଚାରୁ କାମ ସାରି ଫେରୁଥିବା ସମୟରେ ଏକ ବାଇକ ଧକ୍କା ଦେଇଥିଲା। ସେ ରାସ୍ତା କଡରେ ଛିଟିକି ପଡ଼ିଥିଲେ। ଫଳରେ ତାଙ୍କର ସେଇଠି ମୃତ୍ୟୁ ହୋଇଛି। ବାଇକ ଧକ୍କା ଦେଇ ପଳାଇ ଯାଉଥିବା ଲୋକଙ୍କୁ ଗାଁ ଲୋକ ଗୋଡ଼ାଇ ଗୋଡ଼ାଇ କାବୁ କରି ଧରିଛନ୍ତି। ଛେଣ୍ଡିପଦାକୁ ପୋଲିସ ଘଟଣା ସ୍ଥଳରେ ପହଁଚିଛନ୍ତି। ସ୍ଥାନୀୟ ଲୋକ ମାନେ ପାଟିତୁଣ୍ଡ କରିବା ସହ କ୍ଷତିପୂରଣ ଦାବି କରୁଛନ୍ତି। ପୋଲିସ ଲୋକମାନଙ୍କୁ ବୁଝାସୁଝା କରୁଛି। ସରକାରଙ୍କ ଯାହା ଗାଇଡ଼ ଲାଇନ ଅନୁସାରେ ଆବଶ୍ୟକ ସହାୟତା ଯୋଗାଇ ଦେବେ ବୋଲି କହୁଛନ୍ତି।

   Related Posts