Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୫୪୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଡିସେମ୍ବର ୩୧ପୂର୍ବରୁ ବସିବ ବିଧାନସଭାର ଶୀତ ଅଧିବେଶନ
  • ||
  • କରୋନାର ଦୈନିକ ସଂକ୍ରମଣରେ ବୃଦ୍ଧି, ୨୪ଘଣ୍ଟାରେ ୪୩୮୯୩ ନୂଆ ଆକ୍ରାନ୍ତ ଚିହ୍ନଟ
  • ||
  • ଅପରେସନ ଅଲ୍ଆଉଟ୍ : ସେନା ଗୁଳିରେ ୨ ଆତଙ୍କୀ ନିହତ, ବନ୍ଧୁକ ଓ ଗୁଳି ଜବତ
  • ||
  • ବିହାର ନିର୍ବାଚନ : ପ୍ରଥମ ପର୍ଯ୍ୟାୟ ପାଇଁ ମତଦାନ ଆରମ୍ଭ, ୭୧ଟି ଆସନରେ ଚାଲିଛି ଭୋଟିଂ
  • ||

ବାଇକକୁ ଧକ୍କା ଦେଲା ହାଇୱା : ଜଣେ ମୃତ,ଜଣେ ଗୁରୁତର

24/02/2019 at 9:28 AM

ଢେଙ୍କାନାଳ ୨୪/୨: ବାଇକକୁ ଧକ୍କା ଦେଇଛି ହାଇୱା । ଢେଙ୍କାନାଳର ଗଅଁଦିଆ ମନ୍ଦାର ପେଟ୍ରୋଲ ପମ୍ପ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଘଟଣାସ୍ଥଳରେ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି । ମୃତକ ହେଲେ ନୂଆଗଡ ଅଞ୍ଚଳର ସୌମ୍ୟ ରଞ୍ଜନ ସାହୁ । ଗୁରୁତର ସଂଗ୍ରାମ କେଶରୀ ପଣ୍ଡାଙ୍କୁ ଢେଙ୍କାନାଳ ମେଡିକାଲରେ ଭର୍ତ୍ତି କରାଯାଇଛି । ବାଇକରେ ଦୁହେଁ ଢେଙ୍କାନାଳକୁ ଆସୁଥିବା ବେଳେ ଦୁର୍ଘଟଣା ଘଟିଥିଲା ।

   Related Posts