Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଯୁକ୍ତ ୨ କଲେଜ୍ ଖୋଲିବାକୁ ପ୍ରସ୍ତୁତି ! ବିଶୋଧନ ଓ ସଫା କରି କ୍ଲାସ୍ ରୁମ୍ ପ୍ରସ୍ତୁତ କରିବାକୁ ଉଚ୍ଚ ଶିକ୍ଷା ବିଭାଗର ନିର୍ଦ୍ଦେଶ
  • ||
  • କମିବାରେ ଲାଗିଛି କରୋନା ସଂକ୍ରମଣ, ଆଜି ସୁସ୍ଥ ହୋଇ ଘରକୁ ଫେରିଲେ ୬୪୨ ଆକ୍ରାନ୍ତ
  • ||
  • ଫ୍ରାନ୍ସରେ ବିଜୟ ମାଲ୍ୟାଙ୍କ ବିରୋଧରେ EDଙ୍କ ବଡ କାର୍ଯ୍ୟାନୁଷ୍ଠାନ, ଜବତ ହେଲା ୧.୬ ମିଲିୟନ ୟୁରୋ ସମ୍ପତ୍ତି
  • ||
  • ଡିସେମ୍ବର ୮ରେ ଭାରତ ବନ୍ଦ ଡାକରା ଦେଲା କୃଷକ ସଂଗଠନ
  • ||
  • ପ୍ରଥମ ଟି-୨୦ରେ କଙ୍ଗାରୁ ଚିତ୍, ଚମକିଲେ ଭାରତୀୟ ବୋଲର, ଅଷ୍ଟ୍ରେଲିଆକୁ ୧୧ ରନରେ ହରାଇଲା ବିରାଟ ବାହିନୀ
  • ||
  • ୪ କ୍ବିଣ୍ଟାଲ ୬୦ କେଜି ଚନ୍ଦନ କାଠ ଜବତ: ଆନୁମାନିକ ମୂଲ୍ୟ ୭୦ ଲକ୍ଷ ଟଙ୍କାରୁ ଅଧିକ
  • ||
  • ଜଳେଶ୍ବର: ବିଶାଖା ଏଗ୍ରୋ ସୋରୁମ୍ ଆଗରେ ଚାଷୀମାନଙ୍କ ପକ୍ଷରୁ ଆମରଣ ଅନଶନ
  • ||
  • ଅପରାହ୍ନରେ ସ୍ଥଳଭାଗ ଛୁଇଁବ ‘ବୁରେଭି’ : କେରଳ-ତାମିଲନାଡୁର କିଛି ଜିଲ୍ଲାରେ ଛୁଟି ଘୋଷଣା, ବିମାନବନ୍ଦର ବନ୍ଦ
  • ||
  • ଜଗତପୁର : ଧାନ କଟାଳୀଙ୍କୁ ଶୁଣ୍ଢରେ କଚାଡି ମାରିଲା ହାତୀ
  • ||
  • ବାଲେଶ୍ବର ଓ ମୟୁରଭଞ୍ଜରେ ମୃଦୁ ଭୂକମ୍ପ ଝଟ୍‌କା ଅନୁଭୂତ
  • ||

ଠେଙ୍ଗା ଓ ମାରଣାସ୍ତ୍ରରେ ଆକ୍ରମଣ କରି ଲୁଟିନେଲେ ବାଇକ୍, ଜୀବନ ବଞ୍ଚାଇ ପଳାଇଆସିଲେ ଯୁବକ

1/11/2020 at 9:16 AM

ଆନନ୍ଦପୁର ୦୧।୧୧: ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବାଇକ୍ ଲୁଟିନେଲେ ଦୃବୁତ୍ତ। ଘଟଣା ଘଟିଛି ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ପହାଡପୁର ନିକଟ ନିଚ୍ଛାଟିଆ ରାସ୍ତା ପାଖରେ। ଗୁରୁତର ଯୁବକ ଭଗାନଇ ଗାଁର ରବିନ୍ଦ୍ର ଦେହୁରୀ।

ଖବର ଅନୁଯାୟୀ, ସେ ତାଙ୍କ ଶଳାଙ୍କୁ ଛାଡିବାକୁ ଶ୍ବଶୁର ଘର ଯାଇଥିଲେ। ଆସିବା ବେଳେ ପାହାଡପୁର ନିକଟ ଏକ ବଙ୍କାଣି ରାସ୍ତାରେ ୪-୫ ଜଣ ଦୃବୁତ୍ତ ତାଙ୍କୁ ଅଟକାଇ ଠେଙ୍ଗା ଓ ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ। ଜୀବନ ବଞ୍ଚାଇ ସେ ଦୌଡି ପଳାଇଥିବା ବେଳେ ଦୃବୁତ୍ତ ମାନେ ତାଙ୍କ ବାଇକ୍ ନେଇ ପଳାଇଥିଲେ। ପରେ ଶ୍ବଶୁର ଘର ଲୋକେ ଖବର ପାଇ ଗାଁ ଲୋକଙ୍କ ସହାୟତାରେ ତାଙ୍କୁ ଆନନ୍ଦପୁର ଡା୍କ୍ତରଖାନେ ଭର୍ତ୍ତି କରିଛନ୍ତି। ଉକ୍ତ ସ୍ଥାନରେ ଅନେକ ସମୟରେ ରାସ୍ତାରେ ଯାଉଥିବା ଲୋକଙ୍କ ଠାରୁ କିଛି ଦୃବୁତ୍ତ ଲୁଟ୍ ପାଟ କରୁଥିବା ଅଭିଯୋଗ ହୋଇଛି। ଏନେଇ ଲିଖିତ ଥାନାରେ ଅଭିଯୋଗ ପରେ ପୋଲିସ୍ ତଦନ୍ତ ଆରମ୍ଭ କରିଛି।

   Related Posts