Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସମ୍ବଲପୁର : ଗୋଶାଳା କଲପଡାରେ ଖାଲରେ ଖସିପଡି ୨ ଶିଶୁ ମୃତ
  • ||
  • ଢେଙ୍କାନାଳ : ଭିଜିଲାନ୍ସ ଜାଲରେ ଥାନା ଅଧିକାରୀ, ଯୌତୁକ ମାମଲାରେ ଦଫା କାଟିବାକୁ ନେଉଥିଲେ ୬ହଜାର ଟଙ୍କା
  • ||
  • ନବରଙ୍ଗପୁର : କୁନ୍ଦେଇ ସରପଞ୍ଚ ନିଲମ୍ବିତ, ଭାରତମାଳା ଯୋଜନାକୁ ବିରୋଧ କରିବାରୁ କାର୍ଯ୍ୟାନୁଷ୍ଠାନ
  • ||
  • ୨ ଦିନିଆ କନ୍ଧମାଳ ଗସ୍ତରେ ଶିଶୁ ସୁରକ୍ଷା ଅଧିକାର ଅଧ୍ୟକ୍ଷା
  • ||
  • ବ୍ରହ୍ମପୁର : ବ୍ରହ୍ମପୁର ଫାଷ୍ଟଗେଟ୍ ଅଞ୍ଚଳରୁ ଜଣଙ୍କ ମୃତଦେହ ଠାବ, ହତ୍ୟା ସନ୍ଦେହ
  • ||
  • ନୀଳଗିରି: ହାତୀ ଆତଙ୍କରେ ଅଞ୍ଚଳବାସୀ
  • ||
  • ମାଲକାନଗିରି : ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ, ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ
  • ||
  • କେନ୍ଦୁଝର : ବାଇକ୍ ଧକ୍କାରେ ଜଣେ ଗୁରୁତର, ମେଡିକାଲରେ ଭର୍ତ୍ତି
  • ||

ଦୁଇ ବାଇକ ଚୋର ଗିରଫ : ନୂଆପଡା

22/04/2018 at 11:57 AM

ନୂଆପଡା ପୋଲିସ ଦୁଇ ବାଇକ ଚୋରଙ୍କୁ ଗିରଫ କରିଛି
ସେମାନଙ୍କ ଠାରୁ ୭ଟି ଗାଡି ସହ ୩ଟି ମୋବାଇଲ ଜବତ କରିଛି
ଗିରଫ ଡକାୟତ ମଧ୍ୟରୁ ଜଣେ କଳାହାଣ୍ଡି ପଣ୍ଡି ଗାଁର ସତ୍ୟ ସୁଦର୍ଶନ ନାୟକ
ଅନ୍ୟ ଜଣେ ବୌଦ୍ଧ କୁସଙ୍ଗ ଗାଁର ପରମେଶ୍ୱର ମହାରଣା

Leave a Reply

   Related Posts