Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାରତରେ ପହଞ୍ଚିଲା ଓମିକ୍ରନ୍‌ ଭ୍ୟାରିଆଣ୍ଟ । କର୍ଣ୍ଣାଟକର ୨ ଜଣ ବ୍ୟକ୍ତି ଓମିକ୍ରନ୍‌ ଭ୍ୟାରିଆଣ୍ଟରେ ସଂକ୍ରମିତ
  • ||
  • ହଜିନି ମାନବିକତା, ପାଇଥିବା ସୁନା ଗହଣାକୁ ଫେରାଇଦେଲେ ଅଟୋ ଚାଳକ
  • ||
  • ଭୁବନେଶ୍ବର : STF ମୋଷ୍ଟ ୱାଣ୍ଟେଡ ଲିଷ୍ଟରେ ଅନୀଲ ପାଣ୍ଡି, ସୂଚନା ଦେଲେ ମିଳିବ ପୁରସ୍କାର
  • ||
  • ଭୁବନେଶ୍ବର : ୩ ନିର୍ବାହୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଓ ଜଣେ ଆରଆଇ ଚାକିରୀରୁ ବହିଷ୍କୃତ
  • ||
  • ନୂଆଦିଲ୍ଲୀ : ବାତ୍ୟା ଅପଡେଟ୍ : ୩ରୁ ଓଡିଶାରେ ବର୍ଷା, ୪ରେ ପବନର ବେଗ ଛୁଇଁବ ୯୦ କି.ମି.
  • ||
  • ନୂଆଦିଲ୍ଲୀ : ଶୁକ୍ରବାରଠୁ ରାଜଧାନୀରେ ସମସ୍ତ ସ୍କୁଲ ବନ୍ଦ, ଘୋଷଣା କଲେ କେଜ୍ରିଓ୍ୱାଲ୍‌ ସରକାର
  • ||
  • ବାଇକକୁ ପିଟିଲା ଜୁସ୍ ବୋଝେଇ ଟ୍ରକ୍, ୨ ଆରୋହୀ ମୃତ
  • ||
  • କଣ୍ଟାବାଞ୍ଜି : ମମିତା ମେହେର ହତ୍ୟାକାଣ୍ଡ ମାମଲା : ADG କୋର୍ଟରେ ଜାମିନ ଆବେଦନ କଲା ଗୋବିନ୍ଦ ସାହୁ
  • ||
  • ସାନଖେମୁଣ୍ଡି : ୩୦ ଏକର ଗଞ୍ଜେଇ ଚାଷ ନଷ୍ଟ କଲା ପ୍ରଶାସନ
  • ||
  • ଘାରିଛି ଓମିକ୍ରନ ବିପଦ : ବିଳମ୍ବିତ ହେବ ଟିମ୍ ଇଣ୍ଡିଆର ଦକ୍ଷିଣ ଆଫ୍ରିକା ଗସ୍ତ ! ସମୟ ମାଗିଲା ବିସିସିଆଇ
  • ||

କେନାଲରେ ଭାସୁଛି ଯୁବକଙ୍କ ମୃତଦେହ, ପାଖରେ ପଡିଛି ବାଇକ୍

5/11/2021 at 7:41 AM

ଜଗତସିଂହପୁର, ୦୫ |୧୧ : ଜଗତସିଂହପୁର ଜିଲ୍ଲା  ବାଗସାହି କେନାଲରେ ଭାସୁଛି ମୃତଦେହ । କେନାଲରେ ବାଇକ ସହ ଜଣେ ଯୁବକଙ୍କ ମୃତଦେହ ପଡିଥିବାର ଦେଖା ଯାଇଛି ।

ସୂଚନାନୁସାରେ, ଶୁକ୍ରବାର ସକାଳେ କିଛି ଲୋକେ ବାଗସାହି କେନାଲରେ ଏକ ମୃତଦେହ ଭାସୁଥିବା ଦେଖିବାକୁ ପାଇଥିଲେ । ମୃତଦେହ ପାଖରେ ବାଇକ୍ ମଧ୍ୟ ପଡିଥିଲା ।  ମୃତକ ଜଣଙ୍କ ହେଲେ ସ୍ଥାନୀୟ ପୁନଙ୍ଗ ଅଞ୍ଚଳର ସତ୍ୟଜିତ ଦାସ । ଏହି ଖବର ପ୍ରଚାରିତ ହେବା ପରେ ଘଟଣାସ୍ଥଳରେ ଶହଶହ ଲୋକ ଜମା ହୋଇଛନ୍ତି । ଯୁବକ ଜଣକ କିପରି କେନାଲରେ ପଡି  ପ୍ରାଣ ହରାଇଲେ ତାହା ଜଣା ପଡ଼ିନାହିଁ । ତଦନ୍ତ ପରେ ହିଁ ମୃତ୍ୟୁର କାରଣ ସ୍ପଷ୍ଟ ହେବ । ତେବେ ଶେଷ ଖବର ସୁଦ୍ଧା  ଘଟଣାସ୍ଥଳରେ ପୋଲିସ ପହଁଚି ନଥିବାର ଜଣା ଯଡିଛି ।

   Related Posts