Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ଆଜି ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ
  • ||
  • ପାଟଣା : ଛିଡିଲାନି ଭାଗବଣ୍ଟା, ଦୁଇ ପିସ୍ ମାଂସ ପାଇଁ ଆତ୍ମହତ୍ୟା କଲେ ଭଉଣୀ
  • ||
  • କଟକ : ରେଭେନ୍ସା ବିଶ୍ବବିଦ୍ୟାଳୟର ନୂତନ କୁଳପତି ହେଲେ ପ୍ରଫେସର ସଞ୍ଜୟ ନାୟକ
  • ||
  • ଭୁବନେଶ୍ବର : ନାବାଳିକା ଗଣଦୁଷ୍କର୍ମ ମାମଲା, ଅପ୍ରେଲ ୫ରେ ଚୂଡାନ୍ତ ଶୁଣାଣି
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୫୪ କୋଭିଡ୍ ସଂକ୍ରମିତ, ୩୩୪୦୨୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ମେ’ ରେ ହେବ କଂଗ୍ରେସର ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ, ସିଡବ୍ଲ୍ୟୁସି ବୈଠକ ପରେ ବଡ ଘୋଷଣା କଲା ଦଳ
  • ||
  • ହୁ ହୁ ହୋଇ ବଢୁଛି ତୈଳଦର, ମୁମ୍ବାଇରେ ୯୧ ଟଙ୍କା ଉପରେ ପେଟ୍ରୋଲ ଦାମ୍
  • ||
  • ରାଉରକେଲା : ନିଆଁ ପୁଇଁବା ହେଲା କାଳ, ଦଳିଦେଲା ଦନ୍ତା, ଚାଲିଗଲା ଜୀବନ
  • ||
  • ଝଲସିବ ଅର୍କ କ୍ଷେତ୍ର : ନୂଆ ରୂପ ପାଇବ କୋଣାର୍କ ସୂର୍ଯ୍ୟ ମନ୍ଦିର, ପର୍ଯ୍ୟଟକଙ୍କୁ ମିଳିବ ବିଶ୍ୱସ୍ତରୀୟ ସୁବିଧା
  • ||
  • ଆଜି ବସୁଛି କଂଗ୍ରେସର ସିଡବ୍ଲ୍ୟୁସି ବୈଠକ, ଅଧ୍ୟକ୍ଷ ନିର୍ବାଚନ ନେଇ ହେବ ଆଲୋଚନା !
  • ||

ଟ୍ରକ ଧକ୍କାରେ ବାଇକ ଆରୋହୀ ମୃତ, ଡ୍ରାଇଭର ଓ ହେଲପର ଅଟକ

23/06/2019 at 7:39 PM

ବାଂଶପାଳ୨୩|୬; କେନ୍ଦୁଝର ଜିଲ୍ଲା ସଦର ଥାନା ଦଅଁଳାଠାରେ ଟ୍ରକ ଧକ୍କାରେ ଯୁବକଙ୍କ ମୁତ୍ୟୁ ଘଟିଛି । ମୃତ ଯୁବକ ନୟାକୋଟ ଥାନା କାଣ୍ଡେ ସାହି ଗ୍ରାମର ଟିଲୁ ମୁଣ୍ଡା। ସେ ନିଜ ଗାଁ କାଣ୍ଡେ ସାହିରୁ ଶୁଆକାଟୀ ଆଡେ ଯାଉଥିବା ସମୟରେ ଏକ ଦଶଚକିଆ ଟ୍ରକ ତାଙ୍କୁ ଧକ୍କା ଦେଇଥିଲା।ଫଳରେ ସେ ଛିଟିକି ପଡିଥିଲେ ।

ଘଟଣାସ୍ଥଳରେ ତାଙ୍କର ମୁତ୍ୟୁ ଘଟିଛି । ଦୁର୍ଘଟଣା ଘଟାଇଥିବା ଟ୍ରକ ଏବଂ ବାଇକଟିକୁ ପୋଲିସ ଜବତ କରିଛି ।ଟ୍ରକ ଡ୍ରାଇଭର ଓ ହେଲପରକୁ ପୋଲିସ ଅଟକ ରଖିଛି।

   Related Posts