Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପରଲୋକରେ ରାଜ୍ୟସଭା ସାଂସଦ ରଘୁନାଥ ମହାପାତ୍ର
  • ||
  • ଦୁର୍ଘଟଣାରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ଆହାତ, ମନ୍ତ୍ରୀଙ୍କ କାର୍‌କୁ ପିଟିଲା ଟ୍ରାକ୍ଟର
  • ||
  • କମୁନି ସଂକ୍ରମଣ : ଆଜି ବି ଦେଶରେ ୪ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ, ୪୦୯୨ ମୃତ
  • ||
  • ଦନ୍ତାକୁ ଧକ୍କା ଦେଲା ମାଲବାହୀ ଟ୍ରେନ୍, ଗୋଡରେ ଲାଗିଛି ଶକ୍ତ ଆଘାତ
  • ||
  • ରାଜ୍ୟରେ କରୋନା ନେଲା ଆଉ ୧୯ଜଣଙ୍କ ଜୀବନ, ୨୧୮୦ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ୧୦ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୦,୬୩୫ ପଜିଟିଭ୍
  • ||
  • କମିଛି ତାତି, ୨ ଦିନ ପରେ ପୁଣି ବଢିବ ସୂର୍ଯ୍ୟଙ୍କ ପ୍ରକୋପ
  • ||

୨୪ଟି ଚୋରା ବାଇକ୍ ଜବତ, ୪ ଅଭିଯୁକ୍ତ ଗିରଫ

12/11/2020 at 5:01 PM

ବ୍ରହ୍ମଗିରି ୧୨।୧୧: ପୁରୀ ବ୍ରହ୍ମଗିରି ଅଞ୍ଚଳରୁ ୨୪ଟି ଚୋରା ବାଇକ୍ ଜବତ କରିଛି ପୋଲିସ । ଏହାସହ ୪ ଜଣଙ୍କୁ ଗିରଫ କରିଛି । ବ୍ରହ୍ମଗିରିର ବାରବାଟୀ, ରେଣ୍ଢା, ନହରପଦା ଏବଂ ମିର୍ଜାପୁର ଅଂଚଳରୁ ଏହି ବାଇକ୍ ସବୁ ଉଦ୍ଧାର ହୋଇଥିବା ପୋଲିସ ସୂଚନା ଦେଇଛି । ବାଇକ୍ ଚୋରି ଅଭିଯୋଗରେ ୪ ଜଣଙ୍କୁ ଆଜି  କୋର୍ଟ ଚାଲାଣ  କରିଛି ପୋଲିସ ।

   Related Posts