Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଓମିକ୍ରନ୍ ନେଇ AIIMS ମୁଖ୍ୟ ଗୁଲେରିଆ ଦେଲେ ଚେତାବନୀ, କହିଲେ ନୂଆ ଭାରିଆଣ୍ଟ ଭାକସିନକୁ ଦେଇପାରେ ଚକମା
  • ||
  • ଡ୍ୟାମରେ ଭାସୁଛି ଯୁବକଙ୍କ ମୃତଦେହ, ଗାଧୋଇଲା ବେଳେ ବୁଡି ଯାଇଥିଲେ
  • ||
  • ଦକ୍ଷିଣ ଆଫ୍ରିକାରୁ ମହାରାଷ୍ଟ୍ର ଫେରିଥିବା ବ୍ୟକ୍ତି କୋଭିଡ ପଜିଟିଭ୍: ଆଇସୋଲେସନରେ ସଂକ୍ରମିତ, ଓମିକ୍ରନ୍ ନେଇ ଆଲର୍ଟ
  • ||
  • ଦାନା ବାନ୍ଧୁଛି ବାତ୍ୟା : ୫ରେ ଓଡିଶା-ଆନ୍ଧ୍ର ଉପକୂଳରେ ଲ୍ୟାଣ୍ଡଫଲ୍ !
  • ||
  • ସୋମବାରଠୁ ଶୀତ ଅଧିବେଶନ, ପ୍ରଥମ ଦିନରେ କୃଷି ବିଲ୍ ରବ୍ଦ ନେଇ ଆସିବ ପ୍ରସ୍ତାବ
  • ||

ବାଇକ୍-ଟ୍ରକ୍ ଧକ୍କା : ବାଇକ୍ ଆରୋହୀ ମୃତ

21/11/2019 at 8:17 AM

ପାରାଦୀପ୨୧।୧୧:ପାରାଦୀପ ଟର୍ମିନାଲ ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବାଇକ୍ ସହିତ ଟ୍ରକ୍ ଧକ୍କା ହୋଇଛି । ଦୁର୍ଘଟଣାରେ ବାଇକ୍ ଆରୋହୀଙ୍କ ମୄତ୍ୟୁ ହୋଇଛି ।

ଦୁର୍ଘଟଣା ଘଟାଇବା ପରେ ଟ୍ରକ୍ ନେଇ ଡ୍ରାଇଭର ଫେରାର ହୋଇଯାଇଛି । ପାରାଦୀପ ଆଦର୍ଶ ଥାନା ପୋଲିସ ତଦନ୍ତ ଆରମ୍ଭ କରିଛି ।

   Related Posts